Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆସନ୍ତାକାଲି ସ୍କୁଲ ଓ କଲେଜ ବନ୍ଦ ରହିବ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଟ୍ରେଡ ୟୁନିଅନର ବନ୍ଦ ଡାକରା ଯୋଗୁ ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ଟ୍ରେଡ ୟୁନିଅନ ପକ୍ଷରୁ ଦୁଇଦିନିଆ ବନ୍ଦ ଡାକରା ଦିଆଯାଇଥିବାରୁ ବୁଧବାର ସ୍କୁଲ ବନ୍ଦ ରହିବ କି ନାହିଁ କାଲି ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ସ୍କୁଲ ପରି ଆସନ୍ତାକାଲି କଲେଜ ଓ ସମସ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ମଙ୍ଗଳବାର ଓ ବୁଧବାର ବନ୍ଦ ରହିବ ।
ତେବେ ଆସନ୍ତାକାଲି ସଚିବାଳୟ ଖୋଲା ରହିବ ଓ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସରେ ପହଞ୍ôଚବାକୁ ଗୃହ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top