Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଉ ୫୮୦ କରୋନା ପଜିଟିଭ୍‌ ଚିହ୍ନଟ, ୪ମୃତ

ଭୁବନେଶ୍ୱର,(ଓଡ଼ିଶା ଓ୍ବେୟାର): ରାଜ୍ୟରେ ଆଉ ୫୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍‌ ହାର ରହିଛି ୦.୯୫ପ୍ରତିଶତ । ୫୮୦ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୦ ହଜାର ୭୨୨ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍‌ ରହିଛି ୫ ହଜାର ୯୬୩ । ସେହିପରି ରାଜ୍ଯରେ ଆଜି ୪ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top