Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏକାମ୍ରକ୍ଷେତ୍ରର ମାଟି ତଳୁ ପୁଣି ଏକ ପ୍ରାଚୀନ ବିଷ୍ଣୁ ମୂର୍ତ୍ତି ଉଦ୍ଧାର

ଭୁବନେଶ୍ୱର (ଓଡ଼ିଶା ୱେୟାର): ମନ୍ଦିର ମାଳିନୀ ଏକାମ୍ରକ୍ଷେତ୍ରର ମାଟି ତଳୁ ପୁଣି ଏକ ପ୍ରାଚୀନ ବିଷ୍ଣୁ ମୂର୍ତ୍ତି ଉଦ୍ଧାର । ସୁକଶାରୀ ମନ୍ଦିରର ପଶ୍ଚିମ ଓ ଉତ୍ତର ଦିଗରେ ଖନନ ବେଳେ ପୂର୍ବରୁ ୩ଟି ମନ୍ଦିର ଉଦ୍ଧାର ହୋଇଥିଲା । ଏବେ ଉତ୍ତର ପୂର୍ବ ଦିଗରେ ପୁଣି ୩ଟି ମନ୍ଦିରର ଭଗ୍ନାବଶେଷ ସହ ଏକ ପ୍ରାଚୀନ ବିଷ୍ଣୁ ମୂର୍ତ୍ତି ଉଦ୍ଧାର କରାଯାଇଛି । ଯାହାକି ୧ ମିଟର ଉଚ୍ଚତା ବିଶିଷ୍ଟ । ଲିଙ୍ଗରାଜ ମନ୍ଦିର ପାର୍ଶ୍ଵରେ ତଥା ବିନ୍ଦୁସାଗର ଆଡକୁ ଦୀର୍ଘ ଏକ ବର୍ଷ ଧରି ପ୍ରତ୍ନତତ୍ତ୍ଵ ବିଭାଗ ପକ୍ଷରୁ ଜାରି ରହିଛି ଖନନ କାର‌୍ୟ୍ୟ ।
ଖନନ ସମୟରେ ଜଗମୋହନ, ୩ଟି ଝରକା ସହିତ ଅନେକ ଶିଳାଲିପି ମଧ୍ୟ ଉଦ୍ଧାର କରାଯାଇଛି । ଏହା ରାଜ୍ୟର ସର୍ବପୁରାତନ ମୂର୍ତ୍ତି ଏବଂ ମନ୍ଦିର ବୋଲି ପ୍ରତ୍ନତତ୍ତ୍ଵ ବିଭାଗ ଅଧିକାରୀ ଅନୁମାନ କରୁଛନ୍ତି । ସମ୍ପୃକ୍ତ ଅଞ୍ଚଳରେ ଆହୁରି ଅନେକ ମନ୍ଦିର ଓ ପୁରାତନ ମୂର୍ତ୍ତି ଉଦ୍ଧାର ହେବା ସମ୍ଭାବନା ରହିଥିବା ପ୍ରତ୍ନତତ୍ତ୍ଵ ବିଭାଗ ଅଧିକାରୀ ମତ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top