Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଅରବିନ୍ଦ ଢାଲି ବିହନ ନିଗମ ଅଧ୍ୟକ୍ଷ

ଭୁବନେଶ୍ୱର : ଦୀର୍ଘ ୪ବର୍ଷ ଧରି ବିଜେଡିରେ ଅଣଦେଖା ହୋଇ ପଡ଼ିରହିଥିବା ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲିଙ୍କୁ ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ସେ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସୁବିଧା ସୁଯୋଗ ପାଇବେ । ଚଳିତମାସ ୧୮ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଗସ୍ତରେ ଯାଇ ଗୁରୁପ୍ରିୟା ସେତୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିବାରୁ ତା’ପୂର୍ବରୁ ଶ୍ରୀ ଢାଲିଙ୍କୁ ଏହି ଦୁହାଁଳିଆ ନିଗମରେ ଥଇଥାନ କରାଯାଇଥିବା ଚର୍ଚ୍ଚା ।
୧୧ତାରିଖ ସନ୍ଧ୍ୟାରେ ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ତଥା ବିଜେଡିର ପୁରୁଖା ନେତା ଯୋଗେନ୍ଦ୍ର ତ୍ରିପାଠୀଙ୍କୁ ଏହି ପଦରୁ ଇସ୍ତଫା ଦେବାକୁ କୁହାଯିବା ପରେ ତାଙ୍କ ସ୍ଥାନରେ ଶ୍ରୀ ଢାଲିଙ୍କୁ ନିଯୁକ୍ତି ମିଳିଛି । ଶ୍ରୀ ଢାଲିଙ୍କର ମାଲକାନଗିରି ଜିଲ୍ଲାରେ ଥିବା ବଙ୍ଗୀୟ ଭୋଟ୍ ଉପରେ ବେଶ୍ ପ୍ରଭାବ ରହିଛି । ଜିଲ୍ଲାରେ ଦୁର୍ବଳ ହୋଇପଡ଼ିଥିବା ବିଜେଡି ସଂଗଠନକୁ ସକ୍ରିୟ କରିବା ପାଇଁ ତାଙ୍କୁ ଥଇଥାନ କରାଯାଇଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top