ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
କଟକ (ଓଡ଼ିଶା ୱେୟାର): କଟକ ଏସସିବି ମେଡିକାଲର ଇକ୍ମୋ ୟୁନିଟ୍ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହୃଦ୍ଘାତର ଶିକାର ହେବା ପରେ ଇକ୍ମୋ...
ଭୁବନେଶ୍ୱର (ଓଡ଼ିଶା ୱେୟାର): ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର...
ଭୁବନେଶ୍ୱର (ଓଡ଼ିଶା ୱେୟାର): ଭୁବନେଶ୍ୱର ରୁଚିକା ମାର୍କେଟ ନିକଟ ମହାବୀର ବସ୍ତିର ବନ୍ଦ ଘରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ନୟାଗଡ଼ ବସଷ୍ଟାଣ୍ଡରୁ ଅଭିଯୁକ୍ତ...
ବୀରମିତ୍ରପୁର (ଓଡ଼ିଶା ୱେୟାର): ଆକାଶରୁ ଖସିଲା ନିଆଁ। ଖେଳୁଥିବା ବେଳେ ଚାଲିଗଲା ନାବାଳକଙ୍କ ଜୀବନ। ଆଜି ଏମିତି ଏକ ଅଘଟଣ ଘଟିଛି ସୁନ୍ଦରଗଡ଼ ଜିଲ୍ଲା ସ୍ଥିତ କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ...
କଟକ (ଓଡ଼ିଶା ୱେୟାର): ଓଡ଼ିଶା ହାଇକୋର୍ଟ ପାଇଁ ନିଯୁକ୍ତ ହୋଇଛନ୍ତି ଚାରି ଜଣ ନୂଆ ବିଚାରପତି। ଦୁଇ ଜଣ ଆଡ୍ଭୋକେଟ୍ ଓ ଦୁଇ ଜଣ ଜୁଡ଼ିସିଆଲ ଅଫିସରଙ୍କୁ ବିଚାରପତି ଭାବେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୬ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୦୨ ସଂକ୍ରମିତଙ୍କ...
ନୂଆଦିଲ୍ଲୀ: ବଲିଉଡର ବିୟୁଟି ରାଣୀ ଉର୍ବଶୀ ରାଉତେଲାଙ୍କୁ ‘ଭର୍ସେସ୍ ବେବି’ରେ ମହମ୍ମଦ ରମଜାନଙ୍କ ସହ ଦେଖିବାକୁ ମିଳିଥିଲା, ଯାହାକୁ ଲୋକମାନେ ଭଲ ପାଉଥିଲେ ଏବଂ ଏହି ଉର୍ବଶୀ ଧୀରେ ଧୀରେ...
ସୁରତ/ମୁମ୍ବାଇ: ମହାରାଷ୍ଟ୍ର ଓ ଗୁଜୁରାଟରେ ଲଗାଣ ବର୍ଷା କାରଣରୁ ସାଧାରଣ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ଗୁଜୁରାଟରେ ବର୍ଷା କାରଣରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଥିବା...
ଭୁବନେଶ୍ୱର(ଓଡ଼ିଶା ୱେୟାର) : ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ୩ ପ୍ରମୁଖ ଅଭିଯୁକ୍ତଙ୍କ ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିଛି। ସୌମ୍ୟ ମୃତ୍ୟୁ ମାମଲାର ୩...
ଭୁବନେଶ୍ୱର,(ଓଡ଼ିଶା ୱେୟାର) : ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୬୫...