ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର):ଏକାମ୍ର କ୍ଷେତ୍ର ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ(ଏନଏମଏ) ବାଇ-ଲ’କୁ ବିରୋଧ କରି ବିଜେଡି ଆଜି ସିଧାସଳଖ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ସୋଶାଲ ମିଡିଆରେ ଟାର୍ଗେଟ କରିଛି ।...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଜି ମୋଟ ୨୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଯାଜପୁର...
ଭୁବନେଶ୍ୱର(ଓଡ଼ିଶା ୱେୟାର):ଓଡ଼ିଶାରେ କୋଷ୍ଟାଲ ହାଇୱେ ନିର୍ମାଣ ପ୍ରସଙ୍ଗରେ ପୁଣିଥରେ ବିଜେଡି ଓ ବିଜେପି ମୁହାଁମୁହିଁ ହୋଇଛନ୍ତି । ରାଜ୍ୟସଭାରେ ବିଜେଡି ସାଂସଦ ସୁଜିତ୍ କୁମାରଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ର...
ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଦୁଇ ଦଳ ବିଜେଡି ଓ ବିଜେପି ନିଜ ନିଜର ରାଜନୀତିକ ପ୍ରଭାବ ବିସ୍ତାର କରିବା ଆରମ୍ଭ କରିଛନ୍ତି । ଜାତୀୟ ଐତିହ୍ୟ ପ୍ରାଧିକରଣ...
ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ର ସରକାରଙ୍କ ଚାଷୀ ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ରାଜ୍ୟର କ୍ଷମତାସୀନ ବିଜେଡି ସରକାର ପୁଣିଥରେ ଚାଷୀ କାର୍ଡ ଖେଳିଛନ୍ତି । ସ୍ୱାମୀନାଥନ୍...
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପ୍ରାୟ ୧.୭୦ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ଆଜି ମନ୍ତ୍ରିପରିଷଦର ମଞ୍ଜୁରୀ ମିଳିଛି । ୨୦୨୦-୨୧ ଆର୍ଥିକ ବର୍ଷ ତୁଳନାରେ ପ୍ରାୟ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହତ୍ୱାକାଂକ୍ଷୀ କାର୍ଯ୍ୟକ୍ରମ‘ମୋ ସ୍କୁଲ ଅଭିଯାନ’ରେ ସାମିଲ ହେବା ପାଇଁ ବିଧାୟକ ଓ ବିଭିନ୍ନ ବର୍ଗର ଲୋକମାନଙ୍କୁ ଆହ୍ୱାନ କରାଯାଇଥିବାବେଳେ ବିଜେଡି ମୁଖପାତ୍ର ତଥା...
ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ପ୍ରସ୍ତାବିତ ଉପନିୟମ(ବାଇ-ଲ)କୁ କେନ୍ଦ୍ର ସରକାର ଆଜି ପ୍ରତ୍ୟାହାର କରିନେଇଛନ୍ତି । ଓଡ଼ିଶାବାସୀ ତଥା ହିନ୍ଦୁ ଧର୍ମାବଲମ୍ବୀଙ୍କ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାର ଆଜି ବରିଷ୍ଠ ଓପିଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଥିବାବେଳେ ଖୋର୍ଦ୍ଧା ଓ ସୋନପୁରରେ ନୂଆ ପୁଲିସ୍ ଏସପିଙ୍କୁ ଅବସ୍ଥାପିତ କରାଯାଇଛି । ଏହାସହିତ ୩ଜଣ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଦଳୀୟ ସଂଗଠନ କାର୍ଯ୍ୟ କରିବା ପାଇଁ ବିଜେଡି ସଂଗଠନ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ରାଜ୍ୟ ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା...