ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତାକାଲି ଅପରାହ୍ନରେ ମନ୍ତ୍ରିପରିଷଦ ଓ ମନ୍ତ୍ରିମଣ୍ଡଳ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ସାଢ଼େ ୫ଟାରେ ମନ୍ତ୍ରିପରିଷଦ ବୈଠକ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ‘ମୋ ସ୍କୁଲ ଅଭିଯାନ’ରେ ସାମିଲ ହେବା ପାଇଁ ବିଧାୟକମାନଙ୍କୁ ଆହ୍ୱାନ କରିଥିବାବେଳେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ୭ଟି ସ୍କୁଲକୁ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ସ୍ୱାମୀନାଥନ୍ କମିଟି ରିପୋର୍ଟକୁ ନେଇ ସଂସଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସାଂସଦ ସସ୍ମିତ ପାତ୍ର ମୁହାଁମୁହିଁ ହେବାପରେ ଏହାର ପ୍ରତିଫଳନ ରାଜ୍ୟରେ ପଡ଼ିଛି ।...
ଭୁବନେଶ୍ୱର(ଓଡ଼ିଶା ୱେୟାର): ସ୍ୱାମୀନାଥନ୍ କମିଟି ରିପୋର୍ଟକୁ ନେଇ ବିଜେଡି ଓ ବିଜେପି ଆଜି ମୁହାଁମୁହିଁ ହୋଇଛନ୍ତି । ପବିତ୍ର ସଂସଦରେ ବିଜେଡି ସାଂସଦମାନେ ମିଛ ଓ ବିଭ୍ରାନ୍ତିକର ତଥ୍ୟ ଦେଉଛନ୍ତି...
ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ନବନିର୍ମାଣ କୃଷକ ସଂଗଠନ ଆସନ୍ତାକାଲି ୩ଘଣ୍ଟିଆ ଚକାଜାମ ଡାକରା ଦେଇଛି । ସଂଯୁକ୍ତ କିଷାନ ସଂଗଠନର ନିଷ୍ପତ୍ତି ଅନୁସାରେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): କଟକରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲକୁ ନିଜ ବ୍ଲୁ-ପ୍ରିଣ୍ଟ ଅନୁସାରେ ସ୍ଥାପନ କରିବା ଜିଦରେ ରାଜ୍ୟ ସରକାର ଅଟଳ ରହିଛନ୍ତି । ସ୍ଥାନୀୟ ଖାନନଗରବାସୀଙ୍କ ବିରୋଧ ସତ୍ତ୍ୱେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଚଳିତମାସ ୧୬ତାରିଖରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ଏହି...
ଭୁବନେଶ୍ୱର(ଓଡ଼ିଶା ୱେୟାର):ଗତ ସାଧାରଣ ନିର୍ବାଚନବେଳେ ବିଜେଡି ଛାଡ଼ି ଯାଇଥିବା ଜଟଣୀ ନିର୍ବାଚନମଣ୍ଡଳୀର କିଛି ପୁରୁଣା ବିଜେଡି କର୍ମୀ ଆଜି ପୁଣିଥରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଦଳର...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଡିଜିଟାଲ ସଶକ୍ତିକରଣର ସ୍ଲୋଗାନ ଦେଉଥିବାବେଳେ ରାଜ୍ୟର ୮୯୪୭ଟି ଗାଁର ଲୋକଙ୍କୁ ଏବେବି ମୋବାଇଲ ଫୋନ୍ ସୁବିଧାରୁ ବଂଚିତ ହେବାକୁ ପଡ଼ୁଛି...
ଭୁବନେଶ୍ୱର(ଓଡ଼ିଶା ୱେୟାର):୨୦୨୧-୨୨ ଆର୍ଥିକ ବର୍ଷର କେନ୍ଦ୍ର ବଜେଟ୍ରେ ରାଜ୍ୟର ରେଳ ପ୍ରକଳ୍ପ ନିମନ୍ତେ ୭୨୦୦କୋଟି ଟଙ୍କା ଓଡ଼ିଶା ସରକାର ଦାବି କରିଥିଲେ ମଧ୍ୟ ମାତ୍ର ୩୭୧୨କୋଟି ଟଙ୍କା ମିଳିଛି ।...