ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): କ୍ରମାଗତ ପଂଚମଥର ପାଇଁ ରାଜ୍ୟରେ କ୍ଷମତାସୀନ ନବୀନ ପଟ୍ଟନାୟକ ସରକାରରେ ଭାବମୂର୍ତ୍ତି ସଙ୍କଟ ଦେଖାଦେଇଛି । ନିଜର ନିର୍ମଳ ଭାବମୂର୍ତ୍ତିକୁ ଆଧାର କରି ନବୀନ ରାଜ୍ୟବାସୀଙ୍କ ଆସ୍ଥା...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଦୁଇ ଦଶନ୍ଧି ଧରି କ୍ଷମତାସୀନ ବିଜେଡି ପଶ୍ଚିମଓଡ଼ିଶାରେ ୨୦୧୭ ପଂଚାୟତ ନିର୍ବାଚନରେ କରିଥିବା ଖରାପ ପ୍ରଦର୍ଶନକୁ ପୁଣିଥରେ ଦୋହରାଇବାକୁ ଚାହୁଁନି । ଖାସ୍ ସେଇଥିପାଇଁ ବିଜେଡି ସରକାର...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଭାରତୀୟ ଖାଦ୍ୟ ନିଗମ(ଏଫସିଆଇ) ରାଜ୍ୟରୁ ବଳକା ଚାଉଳ ଉଠାଣ କରୁନଥିବାରୁ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଓ ଚାଉଳ ଉଠାଣ ପ୍ରଭାବିତ ହୋଇଛି ବୋଲି ରାଜ୍ୟ ଯୋଗାଣ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୨୧-୨୨ ଆର୍ଥିକ ବର୍ଷର କେନ୍ଦ୍ର ବଜେଟରେ ଓଡ଼ିଶାର ରେଳ ପ୍ରକଳ୍ପର ବିକାଶ ନିମନ୍ତେ ସର୍ବନିମ୍ନ ୭୨୦୦କୋଟି ଟଙ୍କା ବ୍ୟବସ୍ଥା କରିବା ନିମନ୍ତେ ଓଡ଼ିଶା ଦାବି କରିଛି ।...
ଭୁବନେଶ୍ୱର(ଓଡ଼ିଶା ୱେୟାର): ପିସିସିି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ କଂଗ୍ରେସ ରାଜ୍ୟର ସମସ୍ତ ପଂଚାୟତ,ବ୍ଲକ ଓ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଗତ ୧୬ତାରିଖରେ ରାଜ୍ୟକୁ ୪.୦୮ଲକ୍ଷ ଡୋଜ୍ କୋଭିସିଲଡ୍ ଟୀକା ଆସିଥିବାବେଳେ ଆସନ୍ତାକାଲି ଆଉ ୩ଲକ୍ଷ ୩୪ହଜାର ୫୦୦ ଡୋଜ୍ କୋଭିସିଲଡ୍ ଟୀକା ଆସିବ । ଆଉ ଏହି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଆଜି ତାଙ୍କର ନୂଆ ଟିମ୍ ଗଢ଼ିଛନ୍ତି । ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ ପରେ ଯୁବମୋର୍ଚ୍ଚାର...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଦୀର୍ଘ ଅଢ଼େଇବର୍ଷରୁ ଅଧିକ ସମୟ ଧରି ରାଜ୍ୟର ପୌର ସଂସ୍ଥାଗୁଡ଼ିକର କାର୍ଯ୍ୟ ଅବଧି ଶେଷ ହୋଇଥିଲେ ମଧ୍ୟ ରାଜନୀତିକ କାରଣରୁ ଏସବୁରେ ଏବେ ନିର୍ବାଚନ କରିବା ସପକ୍ଷରେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଆଜି ଧସ୍ତାଧସ୍ତି,ଗାଳିଗୁଲଜ ଓ...
ଭୁବନେଶ୍ୱର(ଓଡ଼ିଶା ୱେୟାର): କରୋନା ମହାମାରୀର ମୁକାବିଲା ପାଇଁ ସମଗ୍ର ଦେଶରେ ଆଜିଠୁ ଆରମ୍ଭ ହୋଇଥିବା କୋଭିଡ୍ ଟୀକାକରଣ ପ୍ରକ୍ରିୟାରେ ଓଡ଼ିଶାରେ ସନ୍ଧ୍ୟା ୬ଟା ସୁଦ୍ଧା ୮୧ପ୍ରତିଶତ ଟୀକାଦାନ ସମ୍ଭବପର ହୋଇଛି...