ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): ଦୀର୍ଘ ଦେଢ଼ବର୍ଷ ଧରି ନେତୃତ୍ୱ ବିହୀନ ଥିବା ବିଜେଡି ମହିଳା ଶାଖାର ସଭାନେତ୍ରୀ ଭାବେ ବରିଷ୍ଠ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ନିଯୁକ୍ତି ମିଳିଛି । ବିଜେଡି ସୁପ୍ରିମୋ...
ଭୁବନେଶ୍ୱର(ଓଡ଼ିଶା ୱେୟାର):କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନବକଳେବର ପାଇଁ ୩୫୦୦କୋଟି ଖର୍ଚ୍ଚ ହେବ । ଏହି ମେଡିକାଲ କଲେଜକୁ ଏମସପ୍ଲସ୍ ଭାବେ ଗଢ଼ି ତୋଳିବା ସହ ବିଶ୍ୱସ୍ତରୀୟ ଚିକିତ୍ସା...
ଭୁବନେଶ୍ୱର(ଓଡ଼ିଶା ୱେୟାର):୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଉଦ୍ଦିଷ୍ଟ ମୋଟ ବଜେଟ୍ ୧ଲକ୍ଷ ୬୧ହଜାର ୨୦୦କୋଟି ଟଙ୍କା ମଧ୍ୟରୁ ଗତ ୮ମାସ ମଧ୍ୟରେ ମାତ୍ର ୬୦ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ରାଜ୍ୟ ସରକାର ଜାନୁୟାରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ ଜାରି କରିଛନ୍ତି । ଦୀର୍ଘ ୯ମାସ ଧରି ଥିବା...
ଭୁବନେଶ୍ୱର(ଓଡ଼ିଶା ୱେୟାର):ସମଗ୍ର ଦେଶରେ ୱାନ୍ ନେସନ୍ – ୱାନ ଇଲେକ୍ସନ୍ ବା ‘ଗୋଟିଏ ରାଷ୍ଟ୍ର ଗୋଟିଏ ନିର୍ବାଚନ’ ପାଇଁ ବିଜେପି ନିଜର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି । ଦେଶ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଯାଜପୁରର କଳିଙ୍ଗନଗର ଶିଳ୍ପାଂଚଳରେ ଗତ ୨୦୦୬ ମସିହା ଜାନୁୟାରୀ ୨ତାରିଖରେ ବର୍ବରୋଚିତ ଭାବେ ୧୬ ଆଦିବାସୀଙ୍କୁ ପୁଲିସ ଗୁଳି କରି ହତ୍ୟା କରିବା ଘଟଣାର ୧୫ବର୍ଷ ପୁରିବାକୁ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତି ପାଇଥିବା ସୁଲଭ ମୂଲ୍ୟ ଦୋକାନ(ଫେୟାର ପ୍ରାଇସ୍ ସପ୍)ଗୁଡ଼ିକ ଓଜନ ଓ ମାପରେ ଠକାମି କରି ଜୋରିମାନା ଗଣିଛନ୍ତି । ରାସନ୍ କାର୍ଡଧାରୀଙ୍କୁ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜଧାନୀ ଭୁବନେଶ୍ୱରର ଏକାମ୍ର କ୍ଷେତ୍ରରେ ଅଣସଂରକ୍ଷିତ କୀର୍ତ୍ତିରାଜି ଓ ଐତିହ୍ୟର ସୁରକ୍ଷା ନିମନ୍ତେ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ ଟେକନିକାଲ କମିଟି ଗଠନ କରିଛନ୍ତି । ଏକାମ୍ର...
ଭୁବନେଶ୍ୱର(ଓଡ଼ିଶା ୱେୟାର): ସର୍ବବୃହତ ଆଂଚଳିକ ଦଳ ତଥା ଓଡ଼ିଶାବାସୀଙ୍କ ଦଳ ବୋଲି ଦାବି କରୁଥିବା ବିଜେଡି ନିଜର ୧କୋଟିରୁ ଊର୍ଦ୍ଧ୍ୱ କର୍ମୀଙ୍କ ସମେତ ରାଜ୍ୟବାସୀଙ୍କୁ ପ୍ରତାରଣା କରିଛି । ଦୁଇଦିନ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି ଅଧିନିୟମ-୧୯୮୭ରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ଏହାଫଳରେ ଏଣିକି ମୃତ୍ୟୁ କିମ୍ବା ସ୍ଥାୟୀ ଶାରିରିକ ଅବା ମାନସିକ ଅକ୍ଷମ...