ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ ଆଳରେ ବିଜେଡି ଆଜି ବିଜେପି ଓ କେନ୍ଦ୍ର ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛି। ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ସାଧାରଣ ନିର୍ବାଚନ ପୂର୍ବରୁ ସାଧାରଣ ଭୋଟରଙ୍କ ନିକଟତର ହେବା ପାଇଁ ବିଜେପି ସମସ୍ତଙ୍କୁ ଜମି ପଟ୍ଟା ସହ ପକ୍କାଘର ଓ ରୋଜଗାର ଯୋଗାଇ ଦେବ ବୋଲି ନିର୍ଭର ପ୍ରତିଶ୍ରୁତି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ୫ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ମୋଟ ୧୦ଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କ ବଦଳି କରିଛନ୍ତି। ଅନୁଗୋଳ, ଝାରସୁଗୁଡ଼ା, ଜଗତସିଂହପୁର, ରାୟଗଡ଼ା...
ଭୁବନେଶ୍ୱର(ଓଡ଼ିଶା ୱେୟାର):ଚଳିତମାସ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବାକୁ ସଜବାଜ ହେଉଛି। କଂଗ୍ରେସ ରାଜ୍ୟରେ କ୍ଷମତାକୁ ଆସିଲେ ପ୍ରତ୍ୟେକ ପରିବାରରେ ଜଣକୁ ସରକାରୀ ଅବା ଘରୋଇ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ଆଉ ଏକ ନୂଆ ଦଳ ଆତ୍ମପ୍ରକାଶ କରିବାକୁ ଯାଉଛି। ‘ଓଡ଼ିଶା ଲୋକତନ୍ତ୍ର ଦଳ’ ନାଁରେ ନୂଆ ଦଳ ଗଢ଼ା ହେବାକୁ ଯାଉଥିବାବେଳେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଧାନସଭା ପୁଣି ଅଧାରୁ ଶେଷ ହୋଇଛି । ୨ଦିନ କାର୍ଯ୍ୟଦିବସ ଥାଇ ପଞ୍ଚଦଶ ବିଧାନସଭାର ପଞ୍ଚଦଶ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ହୋଇଛି ।...
ଭୁବନେଶ୍ୱର(ଓଡ଼ିଶା ୱେୟାର):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଚଳିତ ମାସରେ ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀମାନଙ୍କ ସମେତ ହେଭିୱେଟ୍ ବିଜେପି ନେତାଙ୍କ ଭିଡ଼ ଜମିବ। କଂଗ୍ରେସ ମଧ୍ୟ ନିଜର ଜାତୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଯେଉଁ ବଜେଟ ଉପସ୍ଥାପନ କରିଛନ୍ତି ତାହା ରାଜ୍ୟର ଅର୍ଥନୀତିକୁ ଗତିଶୀଳ ଓ ବେରୋଜଗାରୀ ଦୂର କରିବାରେ ଅସମର୍ଥ।...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାର ଅନୁମୋଦିତ ନିୟମ ମଧ୍ୟରେ ରହି ଋଣ କରୁଛନ୍ତି ଓ ଏବେ ଆହୁରି ଅଧିକ ଋଣ କରିବାର କ୍ଷମତା ଓଡ଼ିଶାର ଅଛି ବୋଲି ରାଜ୍ୟ ଅର୍ଥମନ୍ତ୍ରୀ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୧୯-୨୦ ଆର୍ଥିକ ବର୍ଷର କାମଚଳା ବଜେଟ ବାସ୍ତବ ଭାବେ ବିକାଶକେନ୍ଦ୍ରିକ, ଚାଷୀ,ଗରିବ,ମହିଳା,ଯୁବ ଓ ଅନୁସୂଚିତ ଜାତି-ଜନଜାତି ବର୍ଗର ସ୍ୱାର୍ଥ ପାଇଁ ଉଦ୍ଦିଷ୍ଟ ଥିବା ବଜେଟ ବୋଲି ମୁଖ୍ୟମନ୍ତ୍ରୀ...