ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର : ୧୫ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବେ ନାମଫଳକ ପ୍ରଦର୍ଶିତ ହେବ।ଏହାସହିତ ସମସ୍ତ ଦୋକାନ, ବ୍ୟବସାୟିକ ସଂସ୍ଥା ଓ...
ଭୁବନେଶ୍ୱର : କେରଳରେ ଭୟାବହ ବନ୍ୟାରେ ପ୍ରଭାବିତ ଲୋକଙ୍କ ପାଇଁ ଓଡ଼ିଶା ସରକାର ଆଜି ଅତିରିକ୍ତ ୫ କୋଟି ଟଙ୍କାର ସହାୟତା ଓ ୫୦୦ ମେଟ୍ରିକ ଟନ୍ ପଲିଥିନ୍ ସିଟର...
ଭୁବନେଶ୍ୱର : କେରଳରେ ଭୟାଭହ ବନ୍ୟା ଯୋଗୁଁ ଜନଜୀବନ ବ୍ୟାପକ ଭାବରେ ପ୍ରଭାବିତ ହୋଇଥିବା ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସହାୟତା ଓ ଉଦ୍ଧାର କାର୍ଯ୍ୟ ନିମନ୍ତେ ଉଦ୍ଧାରକାରୀ ଦଳ...
ନୂଆଦିଲ୍ଲୀ : ପ୍ରାୟ ୧୦୦ବର୍ଷ ପରେ କେରଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ବନ୍ୟାରେ ୩୨୬ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ଅଢ଼େଇ ଲକ୍ଷ ଲୋକ ବାସହରା...
ନୂଆଦିଲ୍ଲୀ : ପ୍ରତିଷ୍ଠିତ କବି, ବାଗ୍ମୀ, ସାମ୍ବାଦିକ, ଜନନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପାର୍ଥିବ ଶରୀର ଶୁକ୍ରବାର ସନ୍ଧ୍ୟାରେ ପଂଚତତ୍ୱରେ ବିଲୀନ ହୋଇଛିା...
ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ ଏବେ ଜୀବନରକ୍ଷକ ପ୍ରଣାଳୀରେ ରଖାଯାଇଛି । ବୁଧବାର...
ଭୁବନେଶ୍ୱର : ନିର୍ବାଚନୀ ପ୍ରତିଶ୍ରୁତି ମୁତାବକ ଆଜି ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି । କ୍ୟାପିଟାଲ ହସ୍ପିଟାଲ ପରିସରରେ...
ଭୁବନେଶ୍ୱର : ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିଜର ଏକ ବିଶାଳ ଟିମ୍ ଗଢ଼ିଛନ୍ତି। ରାଜ୍ୟ କଂଗ୍ରେସ ମଙ୍ଗୁଆଳ ଦାୟିତ୍ୱ ନେବାର ପ୍ରାୟ ସାଢ଼େ...
ଭୁବନେଶ୍ୱର : ଓଡ଼ିଶାରେ ‘ପିସି’ କାରବାର ଚାଲିଛି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକର ଦେଇଥିବା ବକ୍ତବ୍ୟ ଉପରେ ବିଜେଡି ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି। ଦଳର ମୁଖପାତ୍ର ସସ୍ମିତ ପାତ୍ର...
ଭୁବନେଶ୍ୱର : ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ସ୍ୱାଧୀନତା ଦିବସ ସମାରୋହରେ ପିଲାଙ୍କ ଅଂଶଗ୍ରହଣ ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଆଜି...