ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦଳର ଜଣେ ସାଂସଦଙ୍କ ଝିଅ ତୀବ୍ର ସମାଲୋଚନା କରିଛନ୍ତି । ଓଡ଼ିଶାରେ ଶିଳ୍ପାୟନର ଅଗ୍ରଦୂତ ବଂଶୀଧର ପଣ୍ଡାଙ୍କ ମୃତ୍ୟୁ...
ଭୁବନେଶ୍ୱର: ମହାନଦୀ ସୁରକ୍ଷା ଅଭିଯାନର ଆଜି ଅଷ୍ଟମ ଦିବସରେ ଡାହାଣ ପାଶ୍ୱର୍ ଟିମ୍ ଦାୟିତ୍ୱରେ ଥିବା ଦଳର ଉପସଭାପତି ତଥା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଓ ବାମ ପାଶ୍ୱର୍ ଦାୟିତ୍ୱ...
ଭୁବନେଶ୍ୱର : ଭୁବନେଶ୍ୱର ରେଳ ଷ୍ଟେସନକୁ ବିଶ୍ୱସ୍ତରୀୟ ସୁବିଧାଯୁକ୍ତ କରିବା ପାଇଁ ଆବଶ୍ୟକ ବୁଝାମଣା ପତ୍ର ସ୍ୱାକ୍ଷର ପ୍ରକ୍ରିୟାକୁ ତ୍ୱରାନ୍ୱିତ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚିଠି ଲେଖି...
ଭୁବନେଶ୍ୱର : ବିଶ୍ୱବିଦ୍ୟାଳୟଗୁଡ଼ିକରେ କମନ୍ ଏଣ୍ଟ୍ରାନ୍ସ ବ୍ୟବସ୍ଥା ଓ ବାୟୋମେଟ୍ରିକ ବ୍ୟବସ୍ଥା ପ୍ରଚଳନ ପାଇ ରାଜ୍ୟପାଳ ତଥା କୁଳାଧିପତି ସତ୍ୟ ପାଲ ମଲିକ ପରାମର୍ଶ ଦେଇଛନ୍ତି । ଆଜି ରାଜଭବନରେ...
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତମାସ ୨୬ତାରିଖରେ ଅଢ଼େଇ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସିବେ । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ସେ ଅପରାହ୍ନ ସାଢ଼େ ୩ଟାରେ ଭୁବନେଶ୍ୱରରେ...
ଭୁବନେଶ୍ୱର : ବିଜେଡିର ମହାନଦୀ ସୁରକ୍ଷା ଜନଜାଗରଣ ଯାତ୍ରା ଆଜି ସପ୍ତମ ଦିନରେ ପହଞ୍ôଚଛି । ଦଳର ଉପସଭାପତି ତଥା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ମହାନଦୀର ଦକ୍ଷିଣ ପାଶ୍ୱର୍ରେ...
ଭୁବନେଶ୍ୱର : ବିଶିଷ୍ଟ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ୮୭ ବର୍ଷରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ଶିଳ୍ପ ଜଗତରେ ଶୋକର ଛାୟା ଖେଳିଯାଇଛି। ସେ...
ପାରାଦୀପ : ବିଜେଡିର ମହାନଦୀ ସୁରକ୍ଷା ଯାତ୍ରାକୁ ସମାଲୋଚନା କରୁଥିବା ବରିଷ୍ଠ ବିଜେଡି ନେତା ତଥା ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କ ଦମ୍ଭ ଭାଙ୍ଗିଛି । ଏବେ ସେ...
ଭୁବନେଶ୍ୱର : ରାଜଧାନୀରେ ଆଜି ୪ ମିନିଟ୍ ପାଇଁ ଛାଇ ଉଭେଇଗଲା । ଭୁବନେଶ୍ୱରରେ ଆଜି ସୂର୍ଯ୍ୟ ଠିକ୍ ମୁଣ୍ଡ ଉପରେ ଥିବାରୁ ମଧ୍ୟାହ୍ନରେ କିଛି ସମୟ ଛାଇ ଦେଖାଯାଇନଥିଲା।...
ଭୁବନେଶ୍ୱର : ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଝାରସୁଗୁଡ଼ା ଜିଲ୍ଲାର ସୁଖାଶୋଡ଼ା ଏବଂ ବରଗଡ଼ ଜିଲ୍ଲାର ଚିଖଲି ଠାରୁ ଶୁଭାରମ୍ଭ ହୋଇଥିବା ମହାନଦୀ ସୁରକ୍ଷା ଜନଜାଗରଣ...