ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ...
ଡିପ୍ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଚିକିିତ୍ସିତ ହେଉଥିବା ଆଉ ଜଣେ ଡିପ୍ଥେରିଆ ରୋଗୀଙ୍କର ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଏମ୍କେସିଜି ମେଡିକାଲ...
ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ...
ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା...
ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆସିଲା ବଡ଼ ଖବର। ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ତେବେ ରତ୍ନଭଣ୍ଡାର ବାହାର...
ଆଜି ରାୟଗଡ଼ା ଜିଲ୍ଲାର କାଶୀପୁରରେ ଡିପଥେରିଆ ରୋଗ ପାଇଁ ବୁଷ୍ଟର ଡୋଜ ଦିଆଯାଉଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରୋଗ...
ଚଳିତ ବର୍ଷ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ NEET (ନିଟ) ପରୀକ୍ଷାରେ ଅନିୟମିତତା ଦେଖିବାକୁ ମିଳିଛି। ନିଟ୍ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି । ପ୍ରଶ୍ନପତ୍ର...
ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପାରିଛି ବାଲେଶ୍ୱର । ବିଳମ୍ବିତ ରାତିରେ ଉତ୍ତେଜନା, ପୋଡାଜଳା ପରେ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱର ସହରରେ ଅଶାନ୍ତ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ...
ରାଜ୍ୟରେ ଏବେ ବି ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରୀଷ୍ମ ଛୁଟିକୁ ଆଉ ୩ ଦିନ ବଢ଼େଇଛନ୍ତି। ଆସନ୍ତା ୨୧ ତାରିଖରେ...
ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି...