Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଜୀବନଚର୍ଯ୍ୟା

କଞ୍ଚା ଲଙ୍କା ଖାଇବା ଦ୍ୱାରା ମିଳିଥାଏ ଏହିସବୁ ଆଶ୍ଚର୍ଯ୍ୟକାରୀ ଫାଇଦା 

କେବଳ ଖାଦ୍ଯରେ ସ୍ଵାଦ ନୁହେଁ ଅନେକ ରୋଗରୁ ମଧ୍ୟ ରକ୍ଷାକରେ କଞ୍ଚା ଲଙ୍କା ।ଅଧିକାଂଶ ଲୋକଙ୍କୁ ରାଗ ଖାଇବା ବେଶ ପସନ୍ଦ। ତେବେ କେବଳ ଖାଦ୍ଯରେ ସ୍ଵାଦ ନୁହେଁ ଅନେକ ରୋଗରୁ ମଧ୍ୟ ରକ୍ଷାକରେ କଞ୍ଚା ଲଙ୍କା। ପ୍ରତିଦିନ ଆପଣ ନିଶ୍ଚୟ ଗୋଟିଏ କିମ୍ବା ଦୁଇଟି କଞ୍ଚାଲଙ୍କା ତ ନିହାତି ଖାଇଥିବେ ତେବେ ଆସନ୍ତୁ ଜାଣିବା ଏହି କଞ୍ଚାଲଙ୍କା କିପରି ଆମ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ସହ ଅନେକ ରୋଗରୁ ମଧ୍ୟ ରକ୍ଷାକରିଥାଏ।

ଅଧିକାଂଶ ଲୋକଙ୍କୁ ରାଗ ଖାଇବା ବେଶ ପସନ୍ଦ। ତେବେ କେବଳ ଖାଦ୍ଯରେ ସ୍ଵାଦ ନୁହେଁ ଅନେକ ରୋଗରୁ ମଧ୍ୟ ରକ୍ଷାକରେ କଞ୍ଚା ଲଙ୍କା। ପ୍ରତିଦିନ ଆପଣ ନିଶ୍ଚୟ ଗୋଟିଏ କିମ୍ବା ଦୁଇଟି କଞ୍ଚାଲଙ୍କା ତ ନିହାତି ଖାଇଥିବେ ତେବେ ଆସନ୍ତୁ ଜାଣିବା ଏହି କଞ୍ଚାଲଙ୍କା କିପରି ଆମ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ସହ ଅନେକ ରୋଗରୁ ମଧ୍ୟ ରକ୍ଷାକରିଥାଏ।

୧- କଞ୍ଚାଲଙ୍କାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଭିଟାମିନ୍‌‌ ଏ, ଭିଟାମିନ୍‌‌ ବି୬, ଭିଟାମିନ ସି, ଆଇରନ, ପୋଟାସିୟମ, ପ୍ରୋଟିନ୍‌‌ ଭଳି ଅନେକ ପୋଷକ ତତ୍ତ୍ୱ ରହିଛି।କଞ୍ଚା ଲଙ୍କା ସେବନ ଦ୍ୱାରା ମନ ଓ ମସ୍ତିଷ୍କ ସୁସ୍ଥ ରହିବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇଥାଏ।

୨- ଅଧିକାଂଶ ଲୋକଙ୍କୁ ରାଗ ଖାଇବା ବେଶ ପସନ୍ଦ। କଞ୍ଚାଲଙ୍କା ସୀମିତ ମାତ୍ରାରେ ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ପାଇଁ ଖୁବ ଲାଭଦାୟକ ହୋଇଥାଏ। ଭିଟାମିନ ସିରେ ଭରପୁର କଞ୍ଚାଲଙ୍କାର ନିୟମିତ ଭାବେ ସେବନ କରିବା ଉଚିତ।
କଞ୍ଚାଲଙ୍କାରେ ଥିବା ପୋଷକ ତତ୍ତ୍ୱ ମୋଟାପଣ ହ୍ରାସ କରିବାରେ ସହାୟକ ହୋଇଥାଏ।

୩- ଏହା କର୍କଟ ରୋଗ ହେବାର ଆଶଙ୍କାକୁ କମ କରିଥାଏ।

୪- ନିୟମିତ ଅଳ୍ପ ପରିମାଣରେ ଏହାର ସେବନ ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ।
ହୃଦୟକୁ ସୁସ୍ଥ ରଖିବା ପାଇଁ ମଧ୍ୟ କଞ୍ଚା ବେଶ ଉପକାରୀ। ଏହା ହୃଦୟ ଜନିତ ସମସ୍ୟା ଦୂର କରିବା ସହ ସୁରକ୍ଷିତ ରଖିଥାଏ।

୫- ଭିଟାମିନ ସିରେ ଭରପୁର କଞ୍ଚାଲଙ୍କା ତ୍ୱଚା ପାଇଁ ମଧ୍ୟ ବେଶ ଲାଭଦାୟକ। ଏହା ତ୍ୱଚାକୁ ସୁସ୍ଥ ରଖିଥାଏ। ତ୍ୱଚାରେ କୁଞ୍ଚନ ଆସିବାକୁ ଦେଇନଥାଏ। ତ୍ୱଚା ଯୁବା ଓ ସୁନ୍ଦର ଦେଖାଯାଏ।

୬- ପାଚନ କ୍ରିୟାକୁ ସୁଚାରୁ ରୂପେ କରିବା ପାଇଁ ମଧ୍ୟ କଞ୍ଚାଲଙ୍କାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। କଞ୍ଚାଲଙ୍କା ସେବନ ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ।

୭- ଥଣ୍ଡା ସମୟରେ କଞ୍ଚାଲଙ୍କା ସେବନ ଦ୍ୱାରା ଥଣ୍ଡା ଶୀଘ୍ର ଭଲ ହୋଇଥାଏ। ଉଚ୍ଚ ରକ୍ତଚାପ, ହୃଦୟ ଜନିତ ସମସ୍ୟା ସହ ସ୍ୱାସ୍ଥ୍ୟ ଜନିତ ଅନେକ ସମସ୍ୟା ସୃଷ୍ଟି କରିଥାଏ। କଞ୍ଚାଲଙ୍କାରେ ଥିବା ପୋଷକ ତତ୍ତ୍ୱ ରକ୍ତଚାପକୁ କମ୍‌‌ କରିବା ସହ ଏହାକୁ ନିୟନ୍ତ୍ରଣରେ ରଖିଥାଏ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top