ଭୁବନେଶ୍ବର, ,(ଓଡ଼ିଶା ୱେୟାର) :ପର୍ୟ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। ଅଗଷ୍ଟ ୫ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ହେଲା ବନ୍ଦ ରହିଥିଲା ଜାତୀୟ ଉଦ୍ୟାନ। କେବଳ ଡେ ଭିଜିଟରସ୍ ଭିତରକନିକା ଭ୍ରମଣ କରିପାରିବେ। କିନ୍ତୁ ରାତ୍ରଯାପନ ପାଇଁ ଅନୁମତି ଦିଆଯାଇନାହିଁ।
ଭିତରକନିକାରେ ପ୍ରବେଶ ପାଇଁ ହେଲେ ଡାଙ୍ଗମାଳ, ଖୋଳା ଏବଂ ଗୁପ୍ତି ପ୍ରବେଶ ପଥ ଦେଇ ପର୍ୟ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ରାଜନଗର ବନଖଣ୍ଡ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...