Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନୀତୀଶ କୁମାର ସ୍ବାସ୍ଥ୍ୟ ଅବସ୍ଥା ଖରାପ, ହସ୍ପିଟାଲରେ ଭର୍ତ୍ତି

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଖରାପ ହେଲା ସ୍ୱାସ୍ଥ୍ୟାବସ୍ଥା । ତାଙ୍କୁ ପାଟନା ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ସକାଳୁ ସେ ତାଙ୍କ ବାମ ହାତରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହାପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଛି । ଅର୍ଥୋପେଡିକ୍ ବିଭାଗରେ ତାଙ୍କର ଚିକିତ୍ସା ଚାଲିଛି ।

ଜୁନ ୨୯ରେ ଜନତା ଦଳ ୟୁନାଇଟେଡର ବାର୍ଷିକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଲୋକସଭା ନିର୍ବାଚନ ପ୍ରଚାର ଅବସରରେ ମଧ୍ୟ ସେ ଅସୁସ୍ଥ ହୋଇ ପଡିଥିଲେ । ଗତ ଲୋକସଭା ନିର୍ବାଚନରେ ନୀତୀଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ (ଜେଡିୟୁ) ଭଲ ପ୍ରଦର୍ଶନ କରିଥିଲା । ଯେଉଁଠାରେ ଦଳ ୧୨ ଟି ଆସନ ଜିତିଥିଲା ।

ଲୋକସଭାରେ ଏନଡିଏ ମିଳିତ ସରକାର ଗଠନ ହେବା ପରେ ନୀତୀଶ କେନ୍ଦ୍ରରେ ନିଜର ଶକ୍ତି ବୃଦ୍ଧି କରିଛନ୍ତି । ଏଥି ସହ ମୋଦୀ କ୍ୟାବିନେଟରେ ଜେଡିୟୁ କୋଟାରୁ ଦୁଇଜଣ ମନ୍ତ୍ରୀ ପ୍ରସ୍ତୁତ ହୋଇଛନ୍ତି । ଜେଡିୟୁର ର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକ ୨୯ ଜୁନ୍ ରେ ଅନୁଷ୍ଠିତ ହେବ । ଅନ୍ୟପେଟ ଶୁକ୍ରବାର ଏକ ବୈଠକରେ ବେକାରୀ ସମସ୍ୟା ନେଇ ସେ ଆଲୋଚନା କରିଥିଲେ । ଖୁବ ଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ ବୋଲି ସେ ଆଶ୍ୱସନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top