Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସିଲା ବିଜେଡିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଆସିଲା ବିଜେଡିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ବଡ଼ଚଣାରୁ ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ବର୍ଷାଙ୍କ ପ୍ରାର୍ଥୀତ୍ୱ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟମାନଙ୍କ ମଧ୍ୟରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରାଙ୍କୁ ମିଳିଲା ଟିକେଟ । ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କଲା ବିଜେଡି । ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

କିଛିଦିନ ତଳେ ବିଜେଡିରେ ମିଶିଥିଲେ ଅଭିନେତ୍ରୀ ତଥା ଅନୁଭବ ମହାନ୍ତିଙ୍କ ପୂର୍ବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top