Latest

ବିଜେଡିର ବିପୁଳ ବିଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ୍‌ ପଟ୍ଟନାୟକ

Posted on

ଭୁବନେଶ୍ୱର, (ଓଡ଼ିଶା ୱେୟାର): ପୌର ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ୍‌ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ଅଗଣିତ କର୍ମୀଙ୍କ ସମର୍ପିତ ଉଦ୍ୟମ ବଳରେ ଏହା ସମ୍ଭବ ହୋଇଥିବା ସେ କହିଛନ୍ତି । ୱାର୍ଡସ୍ତରରୁ ଲୋକଙ୍କ ଭଲପାଇବା ତୃଣମୂଳସ୍ତରରେ ବିଜେଡିକୁ ମଜବୁତ କରିଛି । ଏହା ଆମର ଲୋକପ୍ରିୟତାକୁ ପ୍ରମାଣିତ କରୁଛି। ଆସନ୍ତୁ, ସମସ୍ତେ ରାଜ୍ୟର ବିକାଶଧାରାରେ ସାମିଲ ହୋଇ ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ଏକ ହୋଇ ଆଗକୁ ବଢିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

Most Popular

Exit mobile version