Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ସବୁ ଜିଲ୍ଲାର ନଦୀଗୁଡିକରେ ବିସର୍ଜିତ ହେବ ବାଜପେୟୀଙ୍କ ଚିତାଭସ୍ମ

ଭୁବନେଶ୍ୱର : ରାଜ୍ୟର ସମସ୍ତ ନଦୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଚିତାଭସ୍ମ କଳସକୁ ବିସର୍ଜିତ କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।
ଶ୍ରୀ ପ୍ରଧାନକହିଛନ୍ତି ଯେ, ବାଜପେୟୀଙ୍କ ଚିତାଭସ୍ନ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା, ବୁଢା ବଳଙ୍ଗ, ସୁବର୍ଣରେଖା ଓ ଅଙ୍ଗ ଆଦି ପବିତ୍ର ନଦୀ ଜଳରେ ବିସର୍ଜିତ କରାଯିବ । ଦଳୀୟ ଜିଲ୍ଲା ସଭାପତି ମାନଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଆଜି ଏହି ଅସ୍ଥି କଳସ ଦିଆଯାଇଛି। ଶ୍ରୀ ପ୍ରଧାନ କହିଛନ୍ତି ଯେ ବାଜପେୟୀ ଭାରତର ସର୍ବସମ୍ମତ ସାମାଜିକ ଚେତନା ଥିଲେ । ତାଙ୍କ ସହିତ ସମଗ୍ର ଭାରତ ସମେତ ଓଡିଆ ଲୋକମାନଙ୍କର ଏକ ଭାବଗତ ସମ୍ପର୍କ ଥିଲା । ତାଙ୍କର ସଠିକ ସମ୍ମାନ ଓ ଶ୍ରଦ୍ଧାଂଜଳି ଭାରତର ପ୍ରତ୍ୟେକ ଘରେ ତାଙ୍କର ବାର୍ତା ପହଂଚାଇଲେ ହିଁ ହେବ।ଓଡିଶାରେ ବାଜପେୟୀଙ୍କ ପ୍ରତିମୂର୍ତି ନିର୍ମାଣ କରା ଯିବା ଉଚିତ ବୋଲି ସେ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top