Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଧୋନୀଙ୍କ ଟ୍ୱିଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟରୁ ବ୍ଲୁ ଟିକ୍ ହଟାଇ ଦିଆଯାଇଛି । ଧୋନୀ ଦୀର୍ଘ ଦିନ ଧରି ନିଜ ଟ୍ୱିଟର ବ୍ୟବହାର କରୁନଥିବାରୁ ଟ୍ୱିଟର ଇଣ୍ଡିଆ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଉଛି । ଟ୍ୱିଟର ଇଣ୍ଡିଆ ପକ୍ଷରୁ କୁହାଯାଇଛି ଯେ, ଧୋନୀ ଭୌଗୋଳିକ ସ୍ଥିତି ତଥା ଅନ୍ୟାନ୍ୟ ଗାଇଡ଼ଲାଇନ ଅନୁଯାୟୀ ଧୋନୀ ମାତ୍ର ୦.୫ ପ୍ରତିଶତ ଟ୍ୱିଟର ଆକାଉଣ୍ଟ ବ୍ୟବହାର କରିଥାନ୍ତି ।
ଧୋନି ଗତ ଜାନୁଆରୀ ମାସରେ ଶେଷଥର ପାଇଁ ଟ୍ୱିଟ୍ କରିଥିଲେ । ଧୋନି ଗତ ବର୍ଷ ୧୫ ଅଗଷ୍ଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ସେ ଏହି ନିଷ୍ପତ୍ତିକୁ ଇନଷ୍ଟାଗ୍ରାମରେ ଘୋଷଣା କରିଥିଲେ । ତେବେ ସେ ୨୦ ଅଗଷ୍ଟରେ କେବଳ ଟ୍ୱିଟର ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧନ୍ୟବାଦ ପତ୍ରର ଉତ୍ତରରେ ପ୍ରତ୍ୟୁତ୍ତର ରଖିଥିଲେ। ଏହା ପରେ ସେ ସେପ୍ଟେମ୍ବରରେ ଭାରତୀୟ ବାୟୁସେନା ସମ୍ପର୍କରେ ଦୁଇଟି ଟ୍ୱିଟ୍ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top