Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାଘ ଆକ୍ରମଣରେ ବାଳକର ମୃତ୍ୟୁ

ଉମରକୋଟ ,(ଓଡ଼ିଶା ୱେୟାର):୬ ବର୍ଷର ବାଳକକୁ ଟେକିନେଲା ବାଘ । ବାଘ ଆକ୍ରମଣରେ ବାଳକ ଟିର ମୃତ୍ୟୁ ହୋଇଥିବା ନେଇ ଜଣାଯାଇଛି । ପିଲାଟି ନିଜ ଘର ଲୋକଙ୍କ ସହ ବୁଲିବାକୁ ଯାଇଥିବା ବେଳେ ତାକୁ ଏକ ଚିତାବାଘ ଟିନେଇଥିବା ଜଣାଯାଇଛି । ବାଘ ଝାମ୍ପନେଇଥିବା ନେଇ ସୂଚନା ଦେଇଛନ୍ତି ପରିବାର ଲୋକେ । ବାଳକଟି ନବରଙ୍ଗପୁର ରାଇଘର କୁରୁଡ଼ିହିର ମୂଳ ବାସିନ୍ଦା ବୋଲି ଜଣାଯାଇଛି । ବାଳକଙ୍କ ବୟସ ୬ ବର୍ଷ ହେବ। ତାଙ୍କ ନାମ ଅମିତ୍ ମର୍କାମ ଏବଂ ତାଙ୍କ ପିତାଙ୍କ ନାମ ନରେନ୍ଦ୍ର ମର୍କାମ ।

ଅମିତ ପରିବାର ସହ ଛତିଶଗଡ ରାଜ୍ୟର ସିହାଞ୍ବା ସ୍ଥିତ ଏକ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିବା ସମୟରେ ଅଚାନକ଼୍ ଏକ ଚିତାବାଘ ଆକ୍ରମଣ କରିଥିଲା। ଜୀବନ ବଞ୍ଚାଇବା ପାଇଁ ସମସ୍ତେ ଦୌଡୁଥିବା ବେଳେ ବାଳକ ଅମିତ୍ ବାଘ ହାବୁଡରେ ପଡି ଯାଇଥିଲେ । ବାଘ ତାଙ୍କୁ ଟାଣି ନେଇ ପାହାଡ଼କୁ ଚାଲି ଯାଉଥିବା ସମୟରେ ବନ ବିଭାଗ ଅଧିକାରୀ ଏବଂ ସିହାଞ୍ବା ପୋଲିସ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ସିହାଞ୍ବା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ଓ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top