Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କ୍ୟାମେରାମ୍ୟାନ୍‌ ମାନସ ହତ୍ୟା ମାମଲା, ଆଉ ଜଣେ ଗିରଫ !

ଚାନ୍ଦବାଲି (ଓଡ଼ିଶା ୱେୟାର) : କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର ଆଉ ଜଣେ ଗିରଫ । ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଚାନ୍ଦବାଲି ପୋଲିସ । କଟକରୁ ରଞ୍ଜନ ନାୟକ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ଏହି ମାମଲାରେ ଆଉ ଜଣେ ଯୁବକ ଓ ଦୁଇ ମହିଳା ଅଟକ ଥିବା ସୂଚନା ମିଳିଛି।

ସେପଟେ ମାନସ ହତ୍ୟା ଘଟଣାରେ ପୋଲିସ ଏବେ ଯାଏଁ ମୁଖ୍ୟ ଅଭିଯୁକ୍ତର ଟେର୍‌ ପାଇନି । ଏହି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ମଧ୍ୟ କିଛି ପତ୍ତା ପାଉନି ପୋଲିସ । କେବଳ ଶର୍ମିଷ୍ଠା ନୁହେଁ, ତାଙ୍କ ସହିତ ଆଉ ଜଣେ ମହିଳା ମଧ୍ୟ ଘଟଣା ପରଠାରୁ ଫେରାର ଅଛନ୍ତି । ସେହିପରି ପୂର୍ବରୁ ହତ୍ୟାକାଣ୍ଡରେ ସାମିଲ ଥିବା ତିନି ଅଭିଯୁକ୍ତଙ୍କୁ ଗିରଫ କରିସାରିଛି ପୋଲିସ । ସେମାନଙ୍କୁ ଜେରା କରି ତଥ୍ୟ ଓଗାଳୁଛି ପୋଲିସ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top