Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା : ଜେଲ ଗଲେ ଶର୍ମିଷ୍ଠା ଓ ଝୁନା

କଟକ, (ଓଡ଼ିଶା ୱେୟାର) : କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନା ଭୋଇଙ୍କୁ ଅଧିକ ରିମାଣ୍ଡ ନେବାକୁ ମନା କଲା କ୍ରାଇମବ୍ରାଞ୍ଚ । ଫଳରେ ଜେଲ୍ ଯାଇଛନ୍ତି ଏହି ଦୁଇ ଅଭିଯୁକ୍ତ । ଆସନ୍ତା ୧୧ ଉଭୟଙ୍କୁ କୋର୍ଟରେ ହାଜର କରାଯିବ ।
ସୂଚନା ଥାଉକି, ଆଜି କୋର୍ଟରେ ହାଜର ହୋଇଥିଲେ ଶର୍ମିଷ୍ଠା ରାଉତ ଓ ଝୁନା ଭୋଇ । କଡା ସୁରକ୍ଷା ମଧ୍ୟରେ ଉଭୟଙ୍କୁ ଚାନ୍ଦବାଲି କୋର୍ଟକୁ ନିଆଯାଇଥିଲା । ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ଉଭୟଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଖବର ଅନୁଯାୟୀ, ଦୁଇ ଅଭିଯୁକ୍ତଙ୍କ ତିନି ଦିନିଆ ରିମାଣ୍ଡ ଅବଧି ବୁଧବାର ଶେଷ ହୋଇଛି ।
ତେବେ ଯେଉଁ ମେମୋରୀ ଚିପ୍ କୁ ନେଇ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି । ତାହା ଏବେ କେଉଁଠି ତାର ଠୋସ୍ ପ୍ରମାଣ ଏଯାଏ ମିଳିନି । ଚିପ୍ ଖୋଜି ନିରାଶ ହୋଇଛି ତଦନ୍ତକାରୀ ସଂସ୍ଥା । କ୍ରାଇମବ୍ରାଞ୍ଚ ମାନସଙ୍କ ରଣପୁର ସ୍ଥିତ ଘର, ଭୁବନେଶ୍ବରରେ ମାନସ ରହୁଥିବା ସ୍ଥାନରେ ଚିପ୍ ଖୋଜାଖୋଜି କରିଥିଲେ ମଧ୍ୟ ଏହାକୁ ପାଇନି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top