Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୮୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ (ଓଡ଼ିଶା ୱେୟାର) :କୋରାପୁଟ ପୋଲିସକୁ ସଫଳତା। ଜଲାପୁଟ ଜଳଭଣ୍ଡାର ନିକଟରୁ ୮ କ୍ଵିଣ୍ଟାଲରୁ ଅଧିକ ଗଂଜେଇ ଜବତ । ଦିଲ୍ଲୀକୁ ଚାଲାଣ ହେଉଥିବାବେଳେ ପ୍ରାୟ ୮୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି କୋରାପୁଟ ଜିଲ୍ଲା ପାଡୁଆ ପୋଲିସ। ଆନ୍ଧ୍ର ସୀମାନ୍ତ ଜଲାପୁଟ ଜଳଭଣ୍ଡାର ନିଜଟରେ ମହଜୁଦ ରଖାଯାଇଥିଲା ଗଂଜେଇ । ପୋଲିସ ବିଶେଷ ସୁତ୍ରରୁ ଖବର ପାଇଁ ଚଢଉ କରିଥିଲା। ଖୁବ ଶୀଘ୍ର ଚାଲାଣକାରିଙ୍କୁ ଧରାଯିବ ବୋଲି କହିଛନ୍ତି ନନ୍ଦପୁର ଏସଡିପିଓ ସଂଜୟ ମହାପାତ୍ର ।

ସୂଚନା ଥାଉକି, ଗତ କିଛି ଦିନ ତଳେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଥିଲା । କୋରାପୁଟ ଜିଲ୍ଲା କାକଲପଡା ଜଙ୍ଗଲ ନିକଟରୁ ୧ କ୍ୱିଣ୍ଟାଲ ଗଞ୍ଜେଇ ସହ କାର୍‌ ଜବତ କରିଥିଲା ଲମତାପୁଟ ଓ ମାଛକୁଣ୍ଡ ପୋଲିସ । କାଙ୍ଗରପଡା ଅଞ୍ଚଳରୁ ଦିଲ୍ଲୀ ଓ ହରିୟାଣାକୁ ଗଞ୍ଜେଇ ଚାଲାଣ ହେଉଥିଲା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ଲକ୍ଷରୁ ଅଧିକ ଟଙ୍କା ଥିଲା। କାକଲପଡା ଗାଁ ନିକଟ ଜଙ୍ଗଲରେ ଗଞ୍ଜେଇ ଚାଲାଣ ଖବରପାଇ ପୋଲିସ ଅତର୍କିତ ଚଢାଉ କରିଥିଲା । ପୋଲିସକୁ ଦେଖି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଗଞ୍ଜେଇ ମାଫିଆ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top