ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର : ଜଗତସିଂହପୁର ଜିଲ୍ଲା ବିଜେଡିରେ ବଢ଼ୁଥିବା କନ୍ଦଳ ମଧ୍ୟରେ ଜିଲ୍ଲା ସଭାପତି ବିଷ୍ଣୁ ଦାସଙ୍କ ସମର୍ଥକମାନେ ଏକ ଗୋପନ ବୈଠକ କରି ଦଳର ସୁପ୍ରିମୋଙ୍କ ଉପରେ ଚାପ ପକାଇବାକୁ...
ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ଯାଜପୁର ଜିଲ୍ଲା ବିଜେପିରେ ବିଦ୍ରୋହ। ଦଳରେ ନୂଆ-ପୁରୁଣାଙ୍କୁ ନେଇ ଚାଲିଥିବା ଛକାପଞ୍ଝା ଏବେ ଉଗ୍ରରୂପ ନେଇଛି। ଦଳର ପୁରୁଣା ସଂଗଠକ ଓ କର୍ମୀମାନେ ଏବେ...
ଭୁବନେଶ୍ୱର : କୋରାପୁଟ ଜିଲ୍ଲା କୋଟପାଡ଼ ନିର୍ବାଚନ ମଣ୍ଡଳୀର ୫୦୦ରୁ ଊଦ୍ଧ୍ୱର୍ ବିଜେପି ଓ କଂଗ୍ରେସ କର୍ମୀମାନେ ଆଜି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ନିର୍ବାଚନମଣ୍ଡଳୀ ଅନ୍ତର୍ଗତ...
ଭୁବନେଶ୍ୱର: ଆଦିବାସୀମାନଙ୍କ ଉନ୍ନତି ଓ ବିକାଶ ଲାଗି ରାଜ୍ୟରେ ବିଜେଡି ସରକାର ବିବିଧ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରିଆସୁଛନ୍ତି । ଗୁରୁବାର ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ...
ଭୁବନେଶ୍ୱର : ବିଜେଡି ରାଜ୍ୟ ସମ୍ପାଦକ ତଥା ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କୁ କୋରାପୁଟ ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତି ମିଳିଛି । ଦଳର...
ଭୁବନେଶ୍ୱର : ଗତ ଦୁଇଦିନ ହେଲା ରାଜ୍ୟବ୍ୟାପୀ ଲଗାଣ ବର୍ଷା ଲାଗି ରହିଥିଲେ ହେଁ ରାଜ୍ୟ ସରକାରଙ୍କ ସକ୍ରିୟ ଓ ବଡ଼ଧରଣର ପଦକ୍ଷେପ ଯୋଗୁ ପରିସ୍ଥିତି ଉପରେ ସଂପୂର୍ଣ୍ଣ ନିୟନ୍ତ୍ରଣ...
ଭୁବନେଶ୍ୱର : କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ଏବଂ ବିଜେପି ନେତୃତ୍ୱାଧୀନ ଏନ୍ଡିଏ ସରକାର ଗତ ୧୪ବର୍ଷ ହେଲା କ୍ରମାଗତ ଭାବେ ଓଡ଼ିଶାକୁ ଅବହେଳା କରିଆସିଛନ୍ତି । ମହାନଦୀ, ପୋଲାଭରମ୍, ସ୍ୱତନ୍ତ୍ର...
ଭୁବନେଶ୍ୱର : କୁଖ୍ୟାତ ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟେଦ ଉସମାନ ଅଲ୍ଲୀ ସହ ଲିଙ୍କ୍ ଅଭିଯୋଗରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ବିଜେଡି...
ଭୁବନେଶ୍ୱର: ଓଡ଼ିଶାର ଆର୍ôଥକ ବିକାଶ ଓ ପ୍ରଗତିକୁ ତ୍ୱରାନ୍ୱିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ୟମ ଜାରି ରଖିଥିଲେ ମଧ୍ୟ କେନ୍ଦ୍ରର ବିଜେପି ସରକାର କ୍ରମାଗତ ବୈମାତୃକ ମନୋଭାବ...
ଭୁବନେଶ୍ୱର : ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି କରୁଥିବା ବିଜେଡି ଆଜି କେନ୍ଦୁଝର ଜିଲ୍ଲା ପାଇଁ ନିର୍ବାଚନମଣ୍ଡଳୀସ୍ତରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ...