ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର,(ଓଡ଼ିଶା ୱେୟାର):: ମହିଳା ଭୋଟରଙ୍କୁ ଆକୃଷ୍ଟ କରିବା ନିମନ୍ତେ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ମହିଳା କାର୍ଡ ଖେଳିଥିବା ବିଜେଡି ଏବେ ପ୍ରାୟ ୨ବର୍ଷ ପରେ ପୁଣିଥରେ ମହିଳାଙ୍କୁ ସଂରକ୍ଷଣ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କା ନିଜର ୬୬ଜଣିଆ ପଦାଧିକାରୀ ଟିମ୍ ଗଠନ କରିଛନ୍ତି । ଟିମରେ ୮ଜଣ ଉପସଭାପତି, ୧୫ଜଣ ସାଧାରଣ ସମ୍ପାଦକ, ୨୭ଜଣ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ନୟାଗଡ଼ର ପରୀକୁ ନ୍ୟାୟ ଓ ୫ହଜାର ନିଖୋଜ ଶିଶୁଙ୍କୁ ଖୋଜିବା ଦାବିରେ ବିଜେପି ଆଗାମୀ ଦିନରେ ଗାଁ ଗାଁରେ ଆନ୍ଦୋଳନ କରିବ ବୋଲି ବିଜେପି ରାଜ୍ୟ ସଭାପତି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିକାଶ ନୁହେଁ ବରଂ କେବଳ ଚିଠି ଲେଖିବାରେ ପିଏଚଡି କରିଛନ୍ତି ବୋଲି ବିଜେପି କହିବା ସହ କେନ୍ଦ୍ର ସରକାରଙ୍କୁ ପଠାଇଥିବା...
କୋଭିଡ୍ ନିୟମ ମାନି ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ ହେବ ପ୍ରତିଷ୍ଠା ଦିବସ ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ୨୬ତାରିଖରେ ବିଜେଡି ତା’ର ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ । ଏହି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡି ନବନିଯୁକ୍ତ ରାଜ୍ୟ ପରିଷଦର ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଥମଥର ପାଇଁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ଦୀର୍ଘଦିନର ବ୍ୟବଧାନ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି କରିବାକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ତୀବ୍ର...
ଭୁବନେଶ୍ୱର (ଓଡ଼ିଶା ୱେୟାର): ଓଡ଼ିଶାର ଭାଷା, କଳା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଓ ପ୍ରଚାର ପ୍ରସଙ୍ଗ ଉଠାଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଚଂଳିକବାଦର...
ଭୁବନେଶ୍ୱର (ଓଡ଼ିଶା ୱେୟାର): ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ବିଧାୟକ ସୁରେଶ କୁମାର ରାଉତରାୟ ଆଜି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ସେ ଆଜି ଗଣମାଧ୍ୟମରେ ସିଧାସଳଖ ଫାଇଭ-ଟି...
ଓଡ଼ିଶା ୱେୟାର): ରାଜ୍ୟରେ ଡାକ୍ତରଙ୍କ ଆବଶ୍ୟକତା ପୂରଣ ଓ ମେଡିକାଲ ଶିକ୍ଷାର ପ୍ରସାର ନିମନ୍ତେ ଯାଜପୁର ଓ ପୁରୀଠାରେ ସ୍ଥାପନ ହେବାକୁ ଥିବା ମେଡିକାଲ କଲେଜ ଓ ହସ୍ପିଟାଲରେ ଭିତ୍ତିଭୂମି...