ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): ସାଧାରଣ ନିର୍ବାଚନ ପାଇଁ ଉଷ୍ମତା ବଢ଼ିଥିବାବେଳେ ଡାକ୍ତର ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟଙ୍କୁ ବିଜେଡି ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। ଏପଟେ ନିଜର...
ଭୁବନେଶ୍ୱର(ଓଡ଼ିଶା ୱେୟାର): ମୟୂରଭଞ୍ଜ ଜିଲ୍ଲା ସାରସକଣା ନିର୍ବାଚନମଣ୍ଡଳୀର ବିଜେପି ନେତା ରାମକୁମାର ସୋରେନ୍ ଆଜି ତାଙ୍କର ହଜାରେରୁ ଅଧିକ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ନବୀନ ନିବାସରେ ବିଜେଡି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଓଡ଼ିଶାରେ ଏକ ଅନାମଧେୟ ଚାରିଟେବୁଲ ଟ୍ରଷ୍ଟ ଓ ଏକ ସଂସ୍ଥା ଖୋଲି ଦେଶର ୭ଟି ପେଟ୍ରୋ କମ୍ପାନୀଠୁ ବିଜ୍ଞାପନ ଆକାରରେ ୫ଶହ କୋଟି ଟଙ୍କାରୁ ଅଧିକ ଅର୍ଥ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଦୁଇ ବରିଷ୍ଠ ନେତା ତଥା ବିଜେପିର ପୂର୍ବତନ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଦିଲ୍ଲୀପ ରାୟ ପୁଣିଥରେ ବିଜେପିକୁ ଫେରିପାରନ୍ତି ବୋଲି ରାଜନୀତିକ ମହଲରେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଭୁବନେଶ୍ୱର ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ଓ ଯୁବ ନେତା ବାବୁ ସିଂ ବିଜେପିରେ ସାମିଲ ହୋଇଛନ୍ତି। ଦଳୀୟ ଟିକେଟ ନମିଳିବାରୁ ଶ୍ରୀ ସିଂ ବିଜେଡି ଛାଡ଼ି...
ଭୁବନେଶ୍ୱର(ଓଡ଼ିଶା ୱେୟାର):ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟଗ୍ରହଣ ପ୍ରସଙ୍ଗରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଏଥିପାଇଁ ବିଜେପିକୁ ଦାୟୀ କରିଛି । ନିର୍ବାଚନ କମିଶନଙ୍କୁ ପ୍ରଭାବିତ କରି ବିଜେପି ନିଜେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ନିର୍ବାଚନ ବିଗୁଲ୍ ବାଜି ସାରିଥିବାବେଳେ ଏବେ ନେତାଙ୍କ ଦଳଡ଼ିଆଁ ପ୍ରକ୍ରିୟା ଜୋର୍ ଧରିଛି । ତେବେ ବିଜେଡିରେ ଯେତେ ନେତା ଓ ପ୍ରଶାସକ ମିଶିଲେ ବି ସମସ୍ତଙ୍କୁ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଯୁଗ୍ମ ସଚିବ ଗୋପବନ୍ଧୁ ଦାଶ ସରକାରୀ ଚାକିରିରୁ ଇସ୍ତଫା ଦେଇଥିବା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୀତିକ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।...
ଭୁବନେଶ୍ୱର(ଓଡ଼ିଶା ୱେୟାର): ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଜେଡି ପ୍ରାୟ ୭ଜଣ ମହିଳାଙ୍କୁ ମଇଦାନକୁ ଓହ୍ଲାଇବାକୁ ରଣନୀତି ପ୍ରସ୍ତୁତ କରିଛି। ବିଜେଡି ଯେଉଁମାନଙ୍କୁ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନେଇଛି ସେମାନଙ୍କ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ରାଜନୀତିର ଦୁଇ ବରିଷ୍ଠ ନେତା ବିଜୟ ମହାପାତ୍ର ଓ ଶ୍ରୀକାନ୍ତ ଜେନା ଆଗାମୀ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ନଥିବା ଜଣାପଡ଼ିଛି। ବରିଷ୍ଠ ନେତା...