ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର):ନିର୍ବାଚନ ପାଖେଇ ଆସୁଥିବାବେଳେ ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ନଜର ଓଡ଼ିଶା ଉପରେ ପଡ଼ିଛି। ଗତକାଲି ଓଡ଼ିଶା ଆସିଥିବା ବିଜେପି ଜାତୀୟ ଅଧ୍ୟକ୍ଷ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ରାଜ୍ୟ ସରକାରଙ୍କ ଯୁବମାରଣ ନୀତି ଓ ରୋଜଗାର ପ୍ରଦାନରେ ବିଫଳତା ପ୍ରତିବାଦରେ ଆସନ୍ତା ୭ ତାରିଖରେ ବିଧାନସଭା ଘେରାଉ କରିବାକୁ ରାଜ୍ୟ ବିଜେପି ଯୁବମୋର୍ଚ୍ଚା ନିଷ୍ପତ୍ତି ନେଇଛି। ରାଜ୍ୟ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜରିୱାଲ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।ତେବେ ମୁଖ୍ୟମନ୍ତ୍ରୀ ହେବାପରେ କେଜରିୱାଲ ପ୍ରଥମଥର ଓଡ଼ିଶା ଗସ୍ତରେ...
ଭୁବନେଶ୍ୱର (ଓଡ଼ିଶା ୱେୟାର):ବିଜେପି ବିଧାୟକ ଦଳର ନେତା କନକ ବଦ୍ଧନ ସିଂହ ଦେଓ ବିଧାନସଭା ସ୍ୱାଧୀକାର ଭଙ୍ଗ କମିଟିର ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି । ସେ ଆଜି...
ଭୁବନେଶ୍ୱର (ଓଡ଼ିଶା ୱେୟାର): ଦୀର୍ଘ ଦିନର ନିରବତା ପରେ ନିର୍ବାଚନ ସମୟରେ ସକ୍ରିୟ ହୋଇ ଉଠିଛି ସିବିଆଇ। ବହୁଚର୍ଚ୍ଚିତ ଚିଟଫଣ୍ଡ ସ୍କାମ୍ ନେଇ ବିଜେଡିର ୨ ବରିଷ୍ଠ ନେତାଙ୍କୁ ନୋଟିସ୍...
ଭୁବନେଶ୍ୱର (ଓଡ଼ିଶା ୱେୟାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି କୋହଳ ମନୋଭାବ ପ୍ରଦର୍ଶନ କରିବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଜି ଓଡ଼ିଶା ଗସ୍ତରେ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନେତୃତ୍ୱ ଏବଂ ଜନହିତକର କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ଆଜି ବିଧାୟିକା ପ୍ରମିଳା ମଲିକଙ୍କ ନେତୃତ୍ୱରେ ଯାଜପୁର ଜିଲ୍ଲାର ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀ...
ଭୁବନେଶ୍ୱର(ଓଡ଼ିଶା ୱେୟାର): କଂଗ୍ରେସ ଅଧ୍ୟକ୍ଷ ହେବା ପରେ ପ୍ରଥମଥର ପାଇଁ ଓଡ଼ିଶା ଗସ୍ତରେ ଆସିଥିବା ରାହୁଲ ଗାନ୍ଧିଙ୍କୁ ଆଜି ପୁରା ଫର୍ମରେ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱରସ୍ଥିତ ତମାଣ୍ଡୋ ମିନି...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟର ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି।ରାଜଧାନୀ ଭୁବନେଶ୍ୱରସ୍ଥିତ ତମାଣ୍ଡୋ ମିନି ଷ୍ଟାଡ଼ିୟମରେ ଆୟୋଜିତ ବିଶାଳ ଜନସଭାରେ କଂଗ୍ରେସ ଅଧ୍ୟକ୍ଷ...
ଝାରସୁଗୁଡ଼ା(ଓଡ଼ିଶା ୱେୟାର):ଝାରସୁଗୁଡ଼ା ବିଧାୟକ ନବ କିଶୋର ଦାସ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।ଝାରସୁଗୁଡ଼ାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ...