ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦଳର ଜଣେ ସାଂସଦଙ୍କ ଝିଅ ତୀବ୍ର ସମାଲୋଚନା କରିଛନ୍ତି । ଓଡ଼ିଶାରେ ଶିଳ୍ପାୟନର ଅଗ୍ରଦୂତ ବଂଶୀଧର ପଣ୍ଡାଙ୍କ ମୃତ୍ୟୁ...
ଭୁବନେଶ୍ୱର: ମହାନଦୀ ସୁରକ୍ଷା ଅଭିଯାନର ଆଜି ଅଷ୍ଟମ ଦିବସରେ ଡାହାଣ ପାଶ୍ୱର୍ ଟିମ୍ ଦାୟିତ୍ୱରେ ଥିବା ଦଳର ଉପସଭାପତି ତଥା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଓ ବାମ ପାଶ୍ୱର୍ ଦାୟିତ୍ୱ...
ଭୁବନେଶ୍ୱର : ବିଜେଡିର ମହାନଦୀ ସୁରକ୍ଷା ଜନଜାଗରଣ ଯାତ୍ରା ଆଜି ସପ୍ତମ ଦିନରେ ପହଞ୍ôଚଛି । ଦଳର ଉପସଭାପତି ତଥା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ମହାନଦୀର ଦକ୍ଷିଣ ପାଶ୍ୱର୍ରେ...
ପାରାଦୀପ : ବିଜେଡିର ମହାନଦୀ ସୁରକ୍ଷା ଯାତ୍ରାକୁ ସମାଲୋଚନା କରୁଥିବା ବରିଷ୍ଠ ବିଜେଡି ନେତା ତଥା ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କ ଦମ୍ଭ ଭାଙ୍ଗିଛି । ଏବେ ସେ...
ଭୁବନେଶ୍ୱର : ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଝାରସୁଗୁଡ଼ା ଜିଲ୍ଲାର ସୁଖାଶୋଡ଼ା ଏବଂ ବରଗଡ଼ ଜିଲ୍ଲାର ଚିଖଲି ଠାରୁ ଶୁଭାରମ୍ଭ ହୋଇଥିବା ମହାନଦୀ ସୁରକ୍ଷା ଜନଜାଗରଣ...
ଭୁବନେଶ୍ୱର : ଓଡ଼ିଶାର ସ୍ୱାଭିମାନ ଓ ସମୃଦ୍ଧି ପାଇଁ ବିଜେଡି ଅଙ୍ଗୀକାରବଦ୍ଧ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ଼ ନେତୃତ୍ୱ ଏବଂ ରାଜ୍ୟବାସୀଙ୍କ ପ୍ରତି ଥିବା ପ୍ରତିବଦ୍ଧତା ଯୋଗୁ ବିଜେଡି...
ଭୁବନେଶ୍ୱର : ବିଜେଡିର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ ନିଜ ଦଳର ବିଧାୟକମାନଙ୍କ ବିରୁଦ୍ଧରେ ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି । ବିଜେଡିର କିଛିି ବିଧାୟକ ଏବେ ବିଜେପିଠାରୁ...
ଭୁବନେଶ୍ୱର : ମହାନଦୀ ସୁରକ୍ଷା ଅଭିଯାନର ତୃତୀୟ ଦିବସରେ ସମ୍ବଲପୁର ଠାରୁ ବିଜେଡିର ବାମ ଓ ଦକ୍ଷିଣ ପାଶ୍ୱର୍ ଶୋଭାଯାତ୍ରାକାରୀମାନେ ଏକତ୍ରିତ ହୋଇ ଯାତ୍ରାରମ୍ଭ କରିଥିଲେ । ଧମାରେ ପଥପ୍ରାନ୍ତ...
ଭୁବନେଶ୍ୱର : ମହାନଦୀ ସୁରକ୍ଷା ଅଭିଯାନର ଜନଜାଗରଣ ଯାତ୍ରାର ଉଦଯାପନ ସମାରୋହ ଚଳିତମାସ ୨୫ତାରିଖରେ ପାରାଦୀପରେ ଅନୁଷ୍ଠିତ ହେବ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା...
ଭୁବନେଶ୍ୱର : ମହାନଦୀ ସୁରକ୍ଷା ଅଭିଯାନର ଜନଜାଗରଣ ଯାତ୍ରା ବରଗଡ଼ ଓ ଝାରସୁଗୁଡ଼ାରୁ ବୁଧବାର ଆରମ୍ଭ ହୋଇଥିଲା ବେଳେ ଆଜି ଅପରାହ୍ଣ ବେଳା ଏହା ସମ୍ବଲପୁରରେ ପହଞ୍ôଚଛି । ଛତିଶଗଡ଼...