ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭିଡ଼ରୁ ବର୍ତ୍ତିବା ପାଇଁ ୬୦ଟି ଷ୍ଟେସନରେ ହେବ ସ୍ଥାୟୀ ବ୍ୟବସ୍ଥା କ୍ଷମତାଠୁ ଅଧିକ ଟିକେଟ୍ ହେବନି ବିକ୍ରି ନୂଆଦିଲ୍ଲୀ: ରେଳ ଷ୍ଟେସନରେ ଭିଡ଼ ଓ ଦଳାଚକଟା ଭଳି ଅଭାବନୀୟ ଘଟଣା...
ଆମେରିକାରେ ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହେଉଛି। ଯଦିଓ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମୋଟ ୮ ଜଣ ପ୍ରାର୍ଥୀ ଅଛନ୍ତି, ତଥାପି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ହେଉଛି...
ଉତ୍ତରାଖଣ୍ଡର ଆଲମୋରାରୁ ଏକ ବଡ଼ ବସ୍ ଦୁର୍ଘଟଣାର ସୂଚନା ମିଳିଛି। ଆଲମୋରାର ମାର୍ଚୁଲା ଠାରେ ବସଟି ଏକ ଖାଲ କୁ ଖସି ପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଧନତେରସ ଅବସରରେ ହଜାର ହଜାର ପ୍ରାର୍ଥୀଙ୍କୁ ସେମାନଙ୍କ ନିଯୁକ୍ତି ପତ୍ର ଅର୍ଥାତ୍ ଯୋଗପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ...
ଜମ୍ମୁ-କଶ୍ମୀରର ଅଖନୁର ସେକ୍ଟରରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ସେନା ବାହିନୀ ଉପରେ ହୋଇଥିବା ଆକ୍ରମଣରେ ସମ୍ପୃକ୍ତ ଥିବା ତିନି ଜଣ ଆତଙ୍କବାଦୀଙ୍କୁ ମଙ୍ଗଳବାର ସକାଳେ ଆତଙ୍କବାଦ ବିରୋଧୀ ଅଭିଯାନରେ...
ଆସନ୍ତାବର୍ଷ ଆରମ୍ଭ କରିବାକୁ ଯାଉଛି କେନ୍ଦ୍ର ରାଷ୍ଟ୍ରୀୟ ଜନଗଣନା । ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୨୬ ପର୍ଯ୍ୟନ୍ତ ହେବ। ୨୦୨୬ ସୁଦ୍ଧା ଏହି ପ୍ରକ୍ରିୟା ଶେଷ କରି ଚୂଡାନ୍ତ ରିପୋର୍ଟ...
ଦିଲ୍ଲୀର ରୋହିଣୀର ପ୍ରଶାନ୍ତ ବିହାର ଅଞ୍ଚଳରେ ଥିବା ସେଣ୍ଟ୍ରାଲ ରିଜର୍ଭ ପୁଲିସ ଫୋର୍ସ (ସିଆରପିଏଫ) ସ୍କୁଲ୍ କ୍ୟାମ୍ପସ୍ ବାହାରେ ହେଲେ ବିସ୍ଫୋରଣ । ବୋମା ବିସ୍ଫୋରଣ ପରେ ଘଟଣାସ୍ଥଳରେ ଦିଲ୍ଲୀ...
ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ବିଜେପି ନେତା ନୟାବ ସିଂ ସୈନି। ଆଜି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରି ଶୀର୍ଷ ପଦବୀରେ ସେ ଦ୍ବିତୀୟ ଥର...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ...