ଦେଶ- ବିଦେଶ

india-and-beyond

ନିର୍ବାଚନ ଜିତିଲେ ବିନେଶ ଫୋଗଟ୍‌

ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ବିନେଶ...

Read more

ଆଜି ଆସିବ ହରିୟାଣା ଓ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ

ଆଜି ଆସିବ ହରିୟାଣା ଓ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ। କିଏ ଜିତିବ ହରିୟାଣାରେ ଓ ଜାମ୍ମୁ-କାଶ୍ମୀର ଆସନ । ତାକୁ ନେଇ ସାରା ଦେଶର ନଜର...

Read more

୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କଲେ ଅମିତ ଶାହା

ଦିଲ୍ଲୀରେ ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ । ଦିଲ୍ଲୀ ବିଜ୍ଞାନ ଭବନରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ...

Read more

ମହାରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ଗସ୍ତ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟା ୧୫ରେ ସେ ପୋହରାଦେବୀସ୍ଥିତ ଜଗଦମ୍ବା ମାତା ମନ୍ଦିରରେ ଦର୍ଶନ କରିବେ। ୱାଶିମରେ ସନ୍ଥ...

Read more

ତିରୁପତି ଲଡୁ ବିବାଦରେ ଗଠନ ହେବ ନୂଆ ଏସଆଇଟି; ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ତିରୁପତି ଲଢୁ ବିବାଦରେ ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ ସ୍ବାଧୀନ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ ବା ଏସଆଇଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।। ଏହି ଏସଆଇଟିରେ ଦୁଇଜଣ...

Read more

ମୁଖ୍ୟମନ୍ତ୍ରୀ କ୍ୱାର୍ଟର୍ସ ଛାଡିଲେ କେଜରିୱାଲ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଦିନ ପରେ ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ ଶୁକ୍ରବାର ସିଏମ କ୍ୱାର୍ଟର୍ସ ଛାଡି ଦିଲ୍ଲୀର ଫିରୋଜଶାହା ରୋଡସ୍ଥିତ...

Read more

ଦିଲ୍ଲୀରେ ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା

ଦିଲ୍ଲୀରେ ଏକ ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତ ଡାକ୍ତର ହେଲେ ଜାଭେଦ। କାଳିନ୍ଦୀକୁଞ୍ଜ ଥାନା ଅଞ୍ଚଳରେ ଡାକ୍ତରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି।...

Read more

ଜେଲରୁ ପାରୋଲରେ ବାହାରିଲେ ରାମ ରହିମ

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ହରିୟାଣାର ରୋହତକର ସୁନାରିଆ ଜେଲରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମ ଜେଲରୁ ବାହାରିଛନ୍ତି। ଆସନ୍ତା...

Read more

ଗାନ୍ଧୀ ଜୟନ୍ତୀରେ ଅନୁଷ୍ଠିତ ହୋଇଥିବା ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ସ୍ୱଚ୍ଛ ଭାରତ ଅଭିଯାନ ଦେଶବ୍ୟାପୀ ପାଳନ କରାଯାଉଛି। ଏହି ଅବସରରେ ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ...

Read more
Page 2 of 75 1 2 3 75

Welcome Back!

Login to your account below

Retrieve your password

Please enter your username or email address to reset your password.