ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ମେ’ ୨୯ତାରିଖରେ ପଞ୍ଚମ ପାଳି ସରକାର ଗଠନ ହେବାର ୨୧ଦିନ ପରେ ନୂଆ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ(ପିଏସ୍ ) ଆବଣ୍ଟିତ ହୋଇଛି।...
ଭୁବନେଶ୍ୱର(ଓଡ଼ିଶା ୱେୟାର):ନିର୍ବାଚନ ସରିବା ପରେ ରାଜ୍ୟ ସରକାର ୯ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ନିଯୁକ୍ତି ଦେଇଛନ୍ତି। ଏହି ୯ ଜିଲ୍ଲାପାଳଙ୍କ ମଧ୍ୟରେ ମାତ୍ର ଦେଢ଼ ମାସ ପୂର୍ବରୁ କେନ୍ଦ୍ରାପଡ଼ା ଓ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ଆଜି ଚୂଡ଼ାନ୍ତ କରିଥିବାବେଳେ ଖୁବଶୀଘ୍ର ଦଳୀୟ ନେତାମାନଙ୍କୁ ବିଭିନ୍ନ ନିଗମ ଓ ଅନ୍ୟାନ୍ୟ ସରକାରୀ ପଦପଦବୀରେ ଥଇଥାନ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ମନ୍ତ୍ରିପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ମିନିଟରେ ଏହି ବୈଠକ ଅନୁଷ୍ଠିତ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ ବିଜେପିର ପରବର୍ତ୍ତୀ ସଭାପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଲାଣି। ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କ ସ୍ଥାନରେ ଦଳର କିଛି ବରିଷ୍ଠ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ସଂସଦ ଭବନରେ ଆଜି ଦେଶର ସମସ୍ତ ରାଜନୀତିକ ଦଳର ମୁଖ୍ୟମାନଙ୍କ ବୈଠକରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ପ୍ରସଙ୍ଗକୁ...
ଭୁବନେଶ୍ୱର(ଓଡ଼ିଶା ୱେୟାର):ବିହାରରେ ଇନସେଫେଲାଇଟିସରେ ଆକ୍ରାନ୍ତ ହୋଇ ଶତାଧିକ ଶିଶୁ ପ୍ରାଣ ହରାଇବା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି।ବଜାରରେ ବିକ୍ରି ହେଉଥିବା ଲିଚୁ (ଲିଚି)କୁ ଖାଇବା ଯୋଗୁ ଏହି ମସ୍ତିଷ୍କଜନିତ...