ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଗଞ୍ଜାମ ଜିଲ୍ଲା ସମରଝୋଳ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଏକ ଯାତ୍ରୀବାହୀ ବସ୍ ଆସିକାରୁ...
ମନଦୀପ ସିଂହ, ଜର୍ମନପ୍ରୀତ ସିଂହ, ଗୁରୁଜାନ୍ତ ସିଂହ, ରାଜକୁମାର ପାଲ୍, ଲଳିତ କୁମାର ଉପାଧ୍ୟାୟ, ସୁମିତ, ସଞ୍ଜୟ, ଅଭିଷେକ, ଅମିତ ରୋହିଦାସ ଏବଂ ପି.ଆର୍ ଶ୍ରୀଜେସ୍ । ସେମାନଙ୍କ ସହିତ...
ପୋଲାଣ୍ଡରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ପୋଲାଣ୍ଡ ରାଜଧାନୀ ଓ୍ବାର୍ସାରେ ପହଞ୍ଚିବା ପରେ ପୋଲାଣ୍ଡର ଉପବୈଦେଶିକ ମନ୍ତ୍ରୀ ତାଙ୍କୁ ସ୍ଵାଗତ କରିଥିଲେ। ବିଗତ ୪୫ ବର୍ଷ...
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ । ମମତା ମହନ୍ତଙ୍କ ପରେ ରାଜ୍ୟସଭା ଆସନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି...
ଓଡ଼ିଶା ପହଞ୍ଚିଲେ ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ଭାରତୀୟ ପୁରୁଷ ହକି ଦଳ । ବିଜୁ ପଟ୍ଟନାୟକ ଏୟାପୋର୍ଟରେ ପହଞ୍ଚିବା ପରେ ଖେଳାଳିମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଅପରାହ୍ନରେ ରାଜ୍ୟ...
ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ ଦାଖଲ କରିଛନ୍ତି। ମମତା ମହାନ୍ତ କୁଡୁମୀ ସମାଜର ବରିଷ୍ଠ ନେତ୍ରୀ। କାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମୁଖ୍ୟମନ୍ତ୍ରୀ...
ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ...
ବିଧାନସଭାରେ ସାମ୍ବାଦିକଙ୍କୁ ସୁରକ୍ଷା ଦେବା ପାଇଁ ଦାବି ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ସାମ୍ବାଦିଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ରାଶି ୨୦ ଲକ୍ଷ ଟଙ୍କା...
୨୦୨୫ ବାର୍ଷିକ ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରଶ୍ନ ପ୍ୟାଟର୍ଣ୍ଣ ବଦଳିଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନ ପ୍ୟାଟର୍ଣ୍ଣ ବଦଳିଲା। ୨୦୨୩ରେ ରେଜିଷ୍ଟ୍ରୀ କରି ୨୦୨୫ରେ ପରୀକ୍ଷା...
ବିଜେପି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀ । ପୁଣି ଥରେ ରାଜ୍ୟସଭା ଯିବେ ମମତା ମହାନ୍ତ। ବିଜେଡି ଛାଡ଼ି ବିଜେପିରେ ଯୋଗ ଦେବାପରେ କିଏ ରାଜ୍ୟସଭା ପ୍ରାର୍ଥୀ ତାକୁ ନେଇ...