ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବ
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )
ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ
କ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲା
ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ
୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷା
ଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର, ସରକାର ଗଢ଼ିଲେ କମିଟି
୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେ
ରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ
୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦ
ବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦ
ବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକ
ବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ମେ’ ୩୧ରୁ ୬ମାସ ଛୁଟିରେ ଯାଇଥିବା ସୁଜାତା ପୁଣିଥରେ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ଅଫିସର ମଧୁମିତା ନାୟକଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ...
ବିଜେପି ସରକାରଙ୍କୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ପୁଳାପୁଳା ପ୍ରସଙ୍ଗ ପ୍ରସ୍ତୁତ ସହ ଗୃହ ଭିତରେ ଆକ୍ରଣାତ୍ମକ ଆଭିମୁଖ୍ୟ ପୋଷଣ ନିମନ୍ତେ ରଣନୀତି ଚୂଡ଼ାନ୍ତ କରିଛନ୍ତି ।
ହାପି ବର୍ଥଡେ କିଙ୍ଗ୍ କୋହଲି । ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି । କ୍ରିକେଟ ଜଗତର ସେ କିଙ୍ଗ । ୧୯୮୮ ନଭେମ୍ୱର ୮ରେ ଦିଲ୍ଲୀରେ ଜନ୍ମ...
ଆମେରିକାରେ ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହେଉଛି। ଯଦିଓ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମୋଟ ୮ ଜଣ ପ୍ରାର୍ଥୀ ଅଛନ୍ତି, ତଥାପି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ହେଉଛି...
ଶକ୍ତିଶାଳୀ ଘୁର୍ଣ୍ଣିବାତ୍ୟା “ଦାନା” ଏବଂ ଓଡ଼ିଶାର ଅନେକ ଜିଲ୍ଲାରେ ବନ୍ୟା ଯୋଗୁଁ ପ୍ରାୟ ୪୧ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି |ପ୍ରାରମ୍ଭିକ ଆକଳନ ଅନୁଯାୟୀ ବାତ୍ୟା ପ୍ରାୟ ୬୦୦କୋଟି ଟଙ୍କାର କ୍ଷୟକ୍ଷତି...
ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବାକୁ ଯାଉଛି। ଧାନ କିଣା ନେଇ ଆଜି ହୋଇଥିବା ମନ୍ତ୍ରୀସ୍ତରୀୟ ବୈଠକରେ ଏହା ନିଷ୍ପତ୍ତି ନିଆଯାଇଛି...
ଦୀପାବଳିରେ ମୁକ୍ତିଲାଭ କରିଥିବା ଅଜୟ ଦେବଗନଙ୍କ ଧମାକାଦାର ଫିଲ୍ମ ‘ସିଙ୍ଘମ୍ ଏଗେନ୍’ ସିନେମା ହଲରେ ଧମାକା କରୁଛି । ମାତ୍ର ୩ ଦିନରେ ଫିଲ୍ମ ବମ୍ପର୍ ବ୍ୟବସାୟ କରିଛି ।...
ଉତ୍ତରାଖଣ୍ଡର ଆଲମୋରାରୁ ଏକ ବଡ଼ ବସ୍ ଦୁର୍ଘଟଣାର ସୂଚନା ମିଳିଛି। ଆଲମୋରାର ମାର୍ଚୁଲା ଠାରେ ବସଟି ଏକ ଖାଲ କୁ ଖସି ପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର...
ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତ । ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଓଡ଼ିଶା...