Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୧୬ଟି ଟିମ୍‌ର ଅଧିନାୟକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ଓଡବ୍ଲ୍ୟୁ): ବିଶ୍ୱକପ୍‌ ପୁରୁଷ ହକି-୨୦୧୮ ରାଜଧାନୀ ଭୁବନେଶ୍ୱରରେ ୨୮ ତାରିଖରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ପୁରା ରାଜଧାନୀ ସଜେଇ ହୋଇଛି । ଆସନ୍ତକାଲି ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ୍‌ରେ ଉଦ୍‌ଘାଟନୀ ଉତ୍ସବ ଆୟୋଜିତ ହେବ । ଉଦ୍‌ଘାଟନୀ ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବିଶ୍ୱକପ୍‌ରେ ଭାଗ ନେବାକୁ ଥିବା ଭାରତ ସମେତ ୧୬ଟି ଦେଶର ଟିମ୍‌ ଆସି ଭୁବନେଶ୍ୱରରେ ମଧ୍ୟ ପହଞ୍ଚି ସାରିଛନ୍ତି । ଆଜି ଭୁବନେଶ୍ୱରର ମୁକ୍ତେଶ୍ୱର ମନ୍ଦିର ପରିସରରେ ୧୬ଟି ଟିମ୍‌ର ଅଧିନାୟକଙ୍କ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ସାକ୍ଷାତ କରିଛନ୍ତି । ଟ୍ରଫି ପାଖରେ ମୁଖ୍ୟମନ୍ତ୍ରୀ ଛିଡ଼ା ହୋଇଥିବାର ଦେଖିବାକୁ ମିଳିଛି । ଏହାସହ ଗୋଟିଏ ଦିନର ଅପେକ୍ଷା ପରେ ହକି ମହାକୁମ୍ଭ ଆରମ୍ଭ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top