Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଲାଗି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର (ଓଡ଼ିଶା ୱେୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ସ୍ଥାପନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଲାଗି ସମ୍ପୃକ୍ତ ଅଞ୍ଚଳରେ ଲୋକଙ୍କ ଦାବି ଓ ଆନ୍ଦୋଳନ ଚାଲୁ ରହିଛି। ସରକାରୀ ଅଫିସ ଓ କୋର୍ଟ କଚେରୀ ବନ୍ଦ ରହିଛି। ସେ ଦୃଷ୍ଟିରୁ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠିରେ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଉଭୟ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ଥିବା ଦର୍ଶାଇ ପୂର୍ବରୁ ସେ ୩ ଥର ଚିଠି ଲେଖିଛନ୍ତି। ତେଣୁ କେନ୍ଦ୍ର ସରକାର ଏ ସମ୍ପର୍କରେ ତ୍ୱରିତ ପଦକ୍ଷେପ ନେବାକୁ ନିବେଦନ କରାଯାଉଛି।
ସେପଟେ ବେଞ୍ଚ୍ ପ୍ରତିଷ୍ଠା ହେଲେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ନବୀନ ଜଣାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top