Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭୁବନେଶ୍ବର (ଓଡ଼ିଶା ୱେୟାର) : ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ । କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ହୀରାନୀଳା କଲେଜ ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍‌ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍‌ ହେଉଛି ।

ବିଶ୍ୱନାଥପୁର କଲେଜର ଅଫିସ୍‌ ସମେତ ଡୁମଡୁମା, ହାଉସିଂବୋର୍ଡ କଲୋନୀରେ ଥିବା ବାସ ଭବନ, ବିଶ୍ୱନାଥପୁରରେ ଥିବା ପୈତୃକ ଘର, ଖୋର୍ଦ୍ଧାରେ ଥିବା କ୍ରସର ଓ ବିଶ୍ୱନାଥପୁରରେ ଥିବା କ୍ରସରେ ଚଢଉ ଚାଲିଛି । ଚଢଉରେ ୬ ଜଣ ଡିଏସପି, ୪ ଇନ୍ସପେକ୍ଟର ଓ ଭିଜିଲାନ୍ସ ଅଧିକାରୀ ସାମିଲ ଅଛନ୍ତି ।

କଲେଜରେ ପିଅନ ପୋଷ୍ଟ ପାଇଁ ୨ଲକ୍ଷ ୫୦ ହଜାର, ସୁଇପର ପୋଷ୍ଟ ଚାକିରୀ କରାଇ ଦେବା ପାଇଁ ୧ଲକ୍ଷ ୭୦ ହଜାର ଟଙ୍କା ନେଉଥିଲେ ପ୍ରିନ୍ସପାଲ । ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କ ବିରୋଧରେ ତଦନ୍ତ ପାଇଁ ଭବାନୀପାଟଣା ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଅଗଷ୍ଟ ୨୦୨୧ରେ ୪ ଜଣିଆ କମିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top