Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଖାଦ୍ୟ ସୁରକ୍ଷା ପଡିକାର୍ଡ ସମ୍ପର୍କିତ ଅଭିଯୋଗ: ଟୋଲ ଫ୍ରି ନମ୍ବର ଜାରି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରିତା ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ଖାଦ୍ୟ ସୁରକ୍ଷା ପଡିକାର୍ଡ ସମ୍ପର୍କିତ ଅଭିଯୋଗ ପାଇଁ ଟୋଲ ଫ୍ରି ନମ୍ବର ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ଟୋଲ ଫ୍ରି ନମ୍ବର ଷ୍ଟେଟ୍‌ ଫୁଡ୍‌ କମିଶନଙ୍କ େଓ୍ଵବସାଇଟରେ ଉପଲବ୍ଧ କରିବାକୁ ନିର୍ଦ୍ଦେଶ ରହିଛି ।
ଏହାପୂର୍ବରୁ କୋର୍ଟ ଦେଇଥିବା ନିର୍ଦ୍ଦେଶନାମା ସାରା ରାଜ୍ୟରେ କାର୍ଯ୍ୟକାରୀ ହୋଇ ନ ଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଦାଲତ । ଖାଦ୍ୟ ସୁରକ୍ଷା ଆଇନର କାର୍ଯ୍ୟକାରିତା ପାଇଁ ଗ୍ରାମ୍ୟ କମିଟି ଗଠନ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଗଞ୍ଜାମ, କନ୍ଧମାଳ, ଢେଙ୍କାନାଳ, କେନ୍ଦ୍ରାପଡା ଓ ସମ୍ବଲପୁର ଜିଲ୍ଲାରେ ଏହି କମିଟି କରାଯାଇଛି ।
ଅନ୍ୟ ୨୫ ଟି ଜିଲ୍ଲାରେ ନଭେମ୍ବର ୧ସୁଦ୍ଧା ଏହି କମିଟି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣ ଦ୍ୱାରା ଆଗତ ଏକ ରିଟ୍‌ ପିଟିସନର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ନଭେମ୍ବର ୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top