Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଦିନ ଧରି ପ୍ରବଳ ବର୍ଷା ହେବ । ବିଶେଷକରି ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top