Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଡିଆରଡିଓ ଗୁପ୍ତ ତଥ୍ୟ ଲିକ୍ ମାମଲା: ସାମ୍ନାକୁ ଆସିଲା ରାଜସ୍ଥାନ ଲିଙ୍କ

ଭୁବନେଶ୍ୱର (ଓଡ଼ିଶା ୱେୟାର) :ବହୁଚର୍ଚ୍ଚିତ ଚାନ୍ଦିପୁର ଡିଆରଡିଓ ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ନୂଆ ଟ୍ଵିଷ୍ଟ । ଓଡ଼ିଶା ପରେ ସାମ୍ନାକୁ ଆସିଲା ରାଜସ୍ଥାନ ଲିଙ୍କ । ଯୋଧପୁରର ଜଣେ ଚତୃର୍ଥ ଶ୍ରେଣୀ କର୍ମଚାରୀ ଯୁବକଙ୍କୁ ଫାସରେ ପକାଇଛି ମହିଳା । ମିଲେଟ୍ରି ଇଂଜିନିୟରିଂ ସର୍ଭିସର ହେଉଛନ୍ତି ଯୁବକ। ଏନେଇ ୧୫ ଅକ୍ଟୋବରରେ ମାମଲା ହୋଇଥିଲା । ଓଡ଼ିଶା କ୍ରାଇମବ୍ରାଞ୍ଚକୁ ଯୋଗାଯୋଗ କରିଛି ରାଜସ୍ଥାନ ସିଆଇଡି । ସେହିପରି ୩୮ ହଜାର ଟଙ୍କାର ତଥ୍ୟ ବି ମିଳିଛି ।

ସୂଚନା ମୁତାବକ, ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ହନିଟ୍ରାପ ଜାଲରେ ଫସାଯାଇଛି । ତେବେ ଏହି ହନିଟ୍ରାପ ଗତ ୧୫ ତାରିଖରେ କରାଯାଇଥିବା ନେଇ ସିଆଇଡିକୁ ମିଳିଛି ସୂଚନା । ଏନେଇ ଓଡ଼ିଶା କ୍ରାଇମବ୍ରାଞ୍ଚ ସହ ରାଜସ୍ଥାନ ସିଆଇଡି ଯୋଗାଯୋଗ କରିଛି । ଓଡ଼ିଶାରୁ ଗିରଫ ଅଭିଯୁକ୍ତଙ୍କ ଟଙ୍କା ନେଣଦେଣ ନେଇ ରିପୋର୍ଟ ମଧ୍ୟ ହସ୍ତଗତ ହୋଇଛି । ଜଣେ ଅଭିଯୁକ୍ତଙ୍କ ଆକାଉଣ୍ଟକୁ ଦୁବାଇର ଲୁଲୁ ଇଣ୍ଟରନ୍ୟାସନାଲ ଏଜେନ୍ସିରୁ ୨୪ ହଜାର ଟଙ୍କା ଟ୍ରାଞ୍ଜାକ୍ସନ କରାଯାଇଛି । । ତେବେ ଅବଶିଷ୍ଟ ୧୪ ହଜାର ଟଙ୍କାର ଟ୍ରାଞ୍ଜାକ୍ସନ ନେଇ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଜାରି ରଖିଥିବା ଜଣାପଡ଼ିଛି । ଏ ନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top