Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୁଷ୍ମନ୍ତଙ୍କ ମା’ ଆଣିଲେ ସଙ୍ଗିନ ଅଭିଯୋଗ

ଭୁବନେଶ୍ବର(ଓଡ଼ିଶା ଓ୍ବେୟାର): ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ ପରେ ମୃତ୍ୟୁବରଣ କରିଥିବା ଜଗତସିଂହପୁର ଜିଲ୍ଲା କୁଜଙ୍ଗର ଦୁଷ୍ମନ୍ତ ଦାସଙ୍କ ମା’ ଥାନାରେ ଏତଲା ଦେଇଛନ୍ତି । ଥାନାରେ ଦୁଷ୍ମନ୍ତଙ୍କ ମା’ ଆଣିଲେ ସଙ୍ଗିନ ଅଭିଯୋଗ । ପୁଅକୁ କେହି ଷଡଯନ୍ତ୍ର କରି ନେଇ ହତ୍ୟା କରିଛି । ଏଭଳି ସଙ୍ଗିନ ଆରୋପ ଲଗାଇ କୁଜଙ୍ଗ ଥାନାରେ ଏତଲା ଦୋଷୀ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି । ସରକାର ଓ ପ୍ରଶାସନର ପଦକ୍ଷେପକୁ ବାସନ୍ତୀ ସମର୍ଥନ ଜଣାଇଥିବା ବେଳେ ତାଙ୍କ ପୁଅକୁ ବିଧାନସଭା ପାଖକୁ ଡକାଇ ନେଇ ଶିଖାଇ ବୁଝାଇ
ଆତ୍ମହତ୍ୟା କରିବାକୁ ବାଧ୍ୟ କରାଯାଇଛି ବୋଲି ପରିବାର ଲୋକ କହିଛନ୍ତି । ଗତବର୍ଷ ସଡ଼କ ଦୁର୍ଘଟଣା ପରଠୁ ଦୁଷ୍ମନ୍ତ ଠିକ ଭାବେ ଚଲାବୁଲା କରିପାରେନି । ମାସେ ହେଲାଣି ସରକାରୀ ସହାୟତା ବଳରେ କଟକ ବଡ଼ ମେଡିକାଲରେ ଚିକିତ୍ସା ଚାଲିଥିଲା । ଠିକ୍‌ରେ ଚାଲିପାରୁନଥିବା ବେଳେ କଟକରୁ ଭୁବନେଶ୍ୱର କିପରି ଗଲେ ଓ ବିଷ କେଉଁଠୁ ପାଇଲେ ବୋଲି ପ୍ରଶ୍ନ କରିଛନ୍ତି ଦୁଷ୍ମନ୍ତଙ୍କ ପରିବାର ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top