Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଦେଶ- ବିଦେଶ

ଗଣତି ଆରମ୍ଭ : ମଧ୍ୟପ୍ରଦେଶରେ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର

ଭୁବନେଶ୍ୱର(ଓଡ଼ିଶା ୱେୟାର): ଚାଲିଛି ୫ ରାଜ୍ୟର ଭୋଟ ଗଣତି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହାକୁ ସେମିଫାଇନାଲ୍‌ ବୋଲି ଧରାଯାଇପାରେ। ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲଙ୍ଗାନା, ଛତିଶଗଡ ଓ ମିଜୋରାମ୍‌ରେ ପରିବର୍ତ୍ତନର ଆଭାସ ଦେଖିବାକୁ ମିଳୁଛି।

ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଓ ମିଜୋରମ୍‌ ଭଳି ରାଜ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଥିବା ୧୦ଟ। ସୁଦ୍ଧା ରାଜସ୍ଥାନରେ କଂଗ୍ରେସ ଆଗରେ ରହିଛି। ସେହିପରି ମଧ୍ୟପ୍ରଦେଶରେ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି।

ମଧ୍ୟପ୍ରଦେଶରେ ୨୩୦ ଆସନ ପାଇଁ ନିର୍ବାଚନ ହେଉଥିବା ବେଳେ ଶେଷ ଖବର ସୁଦ୍ଧା କଂଗ୍ରେସ ୪୦ ଆସନରେ ଆଗୁଆ ରହିଛି। ରାଜସ୍ଥାନରେ ୬୩ ଓ ଛତିଶଗଡରେ ୧୧ଟି ଆସନରେ ଦଳ ଆଗୁଆ ରହିଥିବା ସୂଚନା ମିଳିଛି।ଏକ୍‌ଜିଟ୍‌ ପୋଲ୍‌କୁ ଆଧାର କରି ଏହି ନିର୍ବାଚନ ଫଳାଫଳ ଆଗକୁ ବଢ଼ୁଥିବା ବେଳେ କଂଗ୍ରେସର ସ୍ଥିତି ସୁଦୃ‍ଢ଼ ହେଉଥିବା ଦେଖିବାକୁ ମିଳୁଛି। ଅଦ୍ୟାବଧି ନିର୍ବାଚନ ପରିଣାମ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଶେଷ ଖବର ସୁଦ୍ଧା କଂଗ୍ରେସ ଫାଇଦାରେ ରହିବ ବୋଲି ଆଶା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top