Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଚାଷୀଙ୍କୁ ଅବହେଳାର ଫଳ ଭୋଗିଲା ବିଜେପି : ନବୀନ

ଭୁବନେଶ୍ୱର(ଓଡ଼ିଶା ୱେୟାର):୫ ରାଜ୍ୟର ନିର୍ବାଚନ ଫଳାଫଳ ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖି କହିଛନ୍ତି ଯେ କୃଷି ଓ ଚାଷୀଙ୍କ ଋଣ ସମସ୍ୟାକୁ ନେଇ ବିଜେପିର ପରାଜୟ ହେଲା। ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ନେଇ ସ୍ୱାମୀନାଥନ କମିଟି ରିପୋର୍ଟର ସୁପାରିସକୁ ଲାଗୁ କରିବାରେ କେନ୍ଦ୍ର ଅବହେଳା କରିବା ଯୋଗୁ ଦଳକୁ କୃଷିଭିତ୍ତିକ ରାଜ୍ୟରେ ଏଭଳି ଦଶା ଭୋଗିବାକୁ ପଡ଼ିଲା।” “ଆମେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା ନୀତିରେ କାଏମ୍ ରହିଛୁ। ଛତିଶଗଡ଼ରେ କଂଗ୍ରେସ ସରକାର ଆସିବା ପରେ ମହାନଦୀ ଜଳବିବାଦର ସମସ୍ୟା ସମାଧାନ ହେବ ବୋଲି ଆମେ ଆଶାବାଦୀ” ବୋଲି ନବୀନ କହିଛନ୍ତି।
ଆଜି ୫ ରାଜ୍ୟର ନିର୍ବାଚନୀ ଫଳାଫଳ ପ୍ରକାଶ ପାଇଛି। ଏଥର ରାଜସ୍ଥାନ ଓ ଛତିଶଗଡ଼ରେ ବିଜେପିକୁ ବଡ଼ ଝଟ୍‌କା ଲାଗିଛି। ମଧ୍ୟପ୍ରଦେଶରେ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଚାଲିଛି। ଶେଷ ଖବର ସୁଦ୍ଧା କଂଗ୍ରେସ ୧୧୧ ଓ ବିଜେପି ୧୧୦ ସିଟରେ ଆଗୁଆ ଅଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top