Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନ୍ୟୁଜିଲାଣ୍ଡର ପୂର୍ବତନ ଅଲରାଉଣ୍ଡର କ୍ରିସ କେର୍ନସଙ୍କ ହସପିଟାଲରେ ଭର୍ତ୍ତି

କ୍ରିସ କେର୍ନସଙ୍କ ଅବସ୍ଥା ସଙ୍କଟାପନ୍ନ । ନ୍ୟୁଜିଲାଣ୍ଡର ପୂର୍ବତନ ଅଲରାଉଣ୍ଡର କ୍ରିସ କେର୍ନସଙ୍କ ସ୍ୱାସ୍ଥବସ୍ଥା ସଙ୍କଟାପନ୍ନ ରହିଛି । ଅଷ୍ଟ୍ରେଲିଆରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହୋଇଯିବାରୁ କାନବେରା ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଜୀବନ ସହ ସଂଗ୍ରାମ କରୁଛନ୍ତି ।
୫୧ବର୍ଷୀୟ କେର୍ନସଙ୍କ ହୃଦଘାତ ହେବା ପରେ ସେ ଅନେକଥର ଏହାର ଅସ୍ତ୍ରୋପଚାର କରାଇଥିଲେ । ହେଲେ ଏହା ସଫଳ ହୋଇପାରିନଥିଲା । କେର୍ନସ ନ୍ୟୁଜିଲାଣ୍ଡ ପାଇଁ ୧୯୮୯ରୁ ୨୦୦୬ ମଧ୍ୟରେ ୬୨ ଟେଷ୍ଟ, ୨୧୫ ଦିନିକିଆ ଅର୍ନ୍ତଜାତୀୟ ମ୍ୟାଚ ଖେଳିଥିଲେ । ଅବସର ପରେ ସେ କମେଣ୍ଟଟର ଭାବେ କାମ କରୁଥିଲେ । ୨୦୧୦ରେ ବିବାହ ପରେ ସେ ଅଷ୍ଟ୍ରେଲିଆରେ ରହି ଆସୁଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top