Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାରୁ ୬୭ ଜଣ ପୋଲିସଙ୍କୁ ମିଳିବ ସାହସିକତା ପୁରସ୍କାର

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ସ୍ୱାଧୀନତା ଦିବସ ଅବସରରେ ସାହସିକତା ପାଇଁ ପୋଲିସ ପଦକ ଘୋଷିତ । ଓଡ଼ିଶାରୁ ୬୭ ଜଣ ପୋଲିସଙ୍କୁ ଚଳିତବର୍ଷ ମିଳିବ ସାହସିକତା ପୁରସ୍କାର । ଜମ୍ମୁୁ କଶ୍ମୀର ପରେ ଓଡ଼ିଶାକୁ ମିଳିବ ଦ୍ୱିତୀୟ ସର୍ବାଧିକ ପୁରସ୍କାର। ଦେଶର ୧୩୮୦ ପୋଲିସ କର୍ମଚାରୀଙ୍କୁ ମିଳିବ ସାହସିକତା ପୁରସ୍କାର । ୬୬୨ ପୋଲିସ କର୍ମଚାରୀଙ୍କୁ ସାହସିକତା ପାଇଁ ପୋଲିସ ପଦକ, ୬୨୮ ଜଣଙ୍କୁ ସାହସିକତା ପାଇଁ ରାଷ୍ଟ୍ରପତିଙ୍କ ପୋଲିସ ପଦକ, ୮୮ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତିଙ୍କ ପୋଲିସ ମେଡାଲ, ୬୬୨ ଜଣଙ୍କୁ ଉତ୍ସର୍ଗୀକୃତ ସେବା ପାଇଁ ପୋଲିସ ପଦକ ମିଳିବ ।
ପଦକ ଘୋଷଣା ପରେ ଓଡ଼ିଶା ପୋଲିସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଡିଜିପି ଅଭୟ। ଓଡ଼ିଶା ପୋଲିସର ବୀରତ୍ୱ ଓ ସାହସିକତାକୁ ପ୍ରଶଂସା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହା ରାଜ୍ୟ ପୋଲିସ ପାଇଁ ଗର୍ବ ଓ ଉତ୍ସବର ମୁହୂର୍ତ୍ତ ବୋଲି ପୋଲିସ ଡିଜିପି କହିଛନ୍ତି। ମାଓବାଦୀଙ୍କ ସହ ମୁକାବିଲାରେ ଓଡ଼ିଶା ପୋଲିସ ପ୍ରଶଂସନୀୟ ବୀରତ୍ୱ ପ୍ରଦର୍ଶନ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top