Latest

ଛେରା ପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି

Posted on

ଛେରା ପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି

ପୁରୀ,(ଓଡ଼ିଶା ୱେୟାର): ଜନ୍ମବେଦିରୁ ରତ୍ନବେଦିକୁ ବାହୁଡୁଛନ୍ତି ଶ୍ରୀଜିଉ । ନବଦିନାତ୍ମକ ଯାତ୍ରା ସାରି ବାହୁଡୁଛନ୍ତି ତିନି ଠାକୁର ଗୁଣ୍ଡିଚା ମନ୍ଦିରରୁ ଆରମ୍ଭ ହୋଇଛି ରଥଟଣା। ତେବେ ଚଳିତ ବର୍ଷ ରଥଯାତ୍ରାରେ ବିରଳ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ।
ଏବର୍ଷକୁ ମିଶାଇ ଛେରା ପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି। ୧୯୭୧ ମସିହାରୁ ଛେରା ପହଁରା କରି ଆସୁଛନ୍ତି ଗଜପତି ମହାରାଜା। କେବଳ ୧୯୭୬ରେ ଛେରାପହଁରା କରିପାରିନଥିଲେ ଗଜପତି।

Leave a Reply

Your email address will not be published. Required fields are marked *

Most Popular

Exit mobile version