Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୦ ଦିନ ମଧ୍ୟରେ କୋଭିଡ ହସପିଟାଲ ପ୍ରସ୍ତୁତ ରଖ: ନବୀନ

ଭୁବନେଶ୍ୱର, (ଓଡ଼ିଶା ୱେୟାର) : ମଙ୍ଗଳବାର ସଂଧ୍ୟାରେ ଭିଡିଓ କନଫରେନ୍ସିଂ ଜରିଅ।ରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ମୁକାବିଲା କିପରି କରାଯିବ ସେ ନେଇ ସମୀକ୍ଷା କରିଛନ୍ତି । ରାଜ୍ଯର ବିଭିନ୍ନ ବିଭାଗର ମୁଖ୍ଯ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ ଆଲୋଚନା କରି କୋଭିଡ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ଯର ସମସ୍ତ ସରକାରୀ ତଥା ବେସରକାରୀ କୋଭିଡ ହସପିଟାଲ ଗୁଡିକୁ ପ୍ରସ୍ତୁତ ରଖତ୍ବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହର ସମୟରେ ଯେତିକି ଶଯ୍ଯା ଓ ଆଇସିୟୁର ଆବଶ୍ଯକତା ପଡିଥଲେ ସେତିକି ସଂଖ୍ଯକ ପ୍ରସ୍ତୁତ ରଖତ୍ବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ କଟକଣା ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପକାଏ ତାହାକୁ ଧ୍ୟାନ ଦେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ନବୀନ । ବୈଠକରେ ମୁଖ୍ଯ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ଯମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top