Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବିଶ୍ୱକପ ହକି ପାଇଁ ସରକାରୀ ଛୁଟି

ଭୁବନେଶ୍ୱର(ଓଡବ୍ଲ୍ୟୁ):ବିଶ୍ୱକପ୍ ପୁରୁଷ ହକି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।୨୭ ତାରିଖରେ ଭୁବନେଶ୍ୱରରେ ଉଦ୍‌ଘାଟନୀ ଉତ୍ସବ ହେବାକୁ ଥିବା ବେଳେ ଏହି ଦିନ ରାଜଧାନୀର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।ସେହିପରି ଏହି ଦିନ ରାଜ୍ୟର ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଅପରାହ୍ନ ସାଢ଼େ ଗୋଟାଏରୁ ଛୁଟି ହେବ।ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ସାଢ଼େ ଗୋଟାଏରୁ ଛୁଟି ହୋଇଯିବ।୨୮ ତାରିଖରେ କଟକରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ।ଏହି ଦିନ ସହରର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଅଫିସ୍‌ ସାଢ଼େ ଗୋଟେରୁ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଆଜି ହକି ଛୁଟି ନେଇ ସୂଚନା ଜାରି କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top