Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଜବରଦଖଲ ସରକାରୀ ଜମିକୁ ମିଳିବ ମାଲିକାନା ସତ୍ତ୍ୱ

ଭୁବନେଶ୍ୱର: ଯଦି କୌଣସି ସରକାରୀ ଜମି ଜବରଦଖଲରେ ରହିଥିବ ଓ ତା’ଉପରେ କାହାରି ଆପତ୍ତି ନଥିବ ତା’ହେଲେ ତାକୁ ନିୟମିତ କରାଯିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ମହେଶ୍ୱର ମହାନ୍ତି ସୂଚନା ଦେଇଛନ୍ତି ।
ଆଜି ଏକ ଉଚ୍ଚସ୍ତରୀୟ ବୈଠକ ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ, ଯଦି କୌଣସି ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ସେଠାରେ ଘର ନିର୍ମାଣ କରିଥିବେ ଓ ସମ୍ପୃକ୍ତ ଜାଗାକୁ ନେଇ କିଛି ଆପତ୍ତି ନଥିବ ତା’ହେଲେ ସେହି ଲୋକଙ୍କୁ ଉକ୍ତ ଜମିର ମାଲିକାନା ସତ୍ତ୍ୱ ପ୍ରଦାନ କରାଯିବ । ଏନେଇ ଖୁବଶୀଘ୍ର ବିଧାନସଭାରେ ଏକ ବିଲ୍ ଆସିବ ଓ ଏବେ ଚିଠା ବିଲ୍ ପ୍ରସ୍ତୁତ ହେଉଛି । ଅବଶ୍ୟ ଆଜିର ବୈଠକରେ ଏନେଇ କିଛି ଚୂଡ଼ାନ୍ତ ହୋଇନି ଓ ବୈଠକ ଅସମାପ୍ତ ରହିଛି ବୋଲି ମନ୍ତ୍ରୀ ଶ୍ରୀ ମହାନ୍ତି କହିଛନ୍ତି । ତେବେ ଜବରଦଖଲକାରୀଙ୍କ ପାଇଁ ସରକାରଙ୍କ ଏଭଳି ଗଳାବାଟକୁ ଉଭୟ କଂଗ୍ରେସ ଓ ବିଜେପି ଦୃଢ଼ ବିରୋଧ କରିଛନ୍ତି । ନିର୍ବାଚନକୁ ଦୃଷ୍ଟିରେ ରଖି ସରକାର ଏପରି ଗଳାବାଟ ବାହାର କରିଛନ୍ତି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top