Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ବଦଳିପାରେ ମୌସୁମୀ କାରଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବଢିପାରେ। ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ୱେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ରାଜ୍ୟରେ ଜୁନ୍ ପହିଲାରୁ ଏବେ ସୁଦ୍ଧା ମୋଟ ୫୯୮ ଦଶମିକ ୬ ମିଲିମିଟର ବର୍ଷା ହୋଇଛି। ୩୧ ପ୍ରତିଶତ ନିଅଣ୍ଚିଆ ବର୍ଷା ହୋଇଥିବାବେଳେ ଏହି ଲଘୁଚାପ ବର୍ଷା ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆଣିପାରେ ବୋଲି ଆଶା କରାଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top